୧୮ ମୁଖ୍ୟମନ୍ତ୍ରୀଙ୍କୁ ମମତାଙ୍କ ଚିଠି

ନୂଆଦିଲ୍ଲୀ, ୨୭ା୩: ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଥିବାବେଳେ ପଶ୍ଚିମବଙ୍ଗର ଲୋକେ ଦେଶର ବିଭିନ୍ନ ରାଜ୍ୟରେ ଫସିରହିଛନ୍ତି। ସେମାନଙ୍କୁ ମୌଳିକ ସୁବିଧା ଯୋଗାଇଦେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୧୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଚିଠି ଲେଖି ଅନୁରୋଧ କରିଛନ୍ତି।

Share