୧୯ ମାସର ଶିଶୁପୁତ୍ରଙ୍କୁ ସରକାର ଦେଲେ ବୀରତା ପୁରସ୍କାର: ଜଙ୍ଗଲ ନିଆଁ ଲିଭାଇବା ସମୟରେ ପିତାଙ୍କର ଘଟିଥିଲା ମୃତ୍ୟୁ

ସିଡ୍‌ନୀ,୩।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁ ଲାଗି ରହିଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ଦମକଳ ବାହିନୀ କର୍ମଚାରୀ ଜ୍ୟୋଫ୍ରି କିଟନ୍‌ଙ୍କ ମୃତ୍ୟୁ ଘଟିଥିଲା। ଜ୍ୟୋଫ୍ରିଙ୍କ ଅନ୍ତିମ ସଂସ୍କାର ଗୁରୁବାର ସମ୍ପନ୍ନ ହୋଇଥିଲା। ଏହାପରେ ସରକାରଙ୍କ ପକ୍ଷରୁ ଜ୍ୟୋଫ୍ରିଙ୍କ ୧୯ ମାସର ଶିଶୁପୁତ୍ର ହାର୍ବି କିଟନଙ୍କୁ ସର୍ବୋଚ୍ଚ ସେବା ମେଡ଼ାଲ ସମ୍ମାନରେ ସମ୍ମାନୀତ କରାଯାଇଛି। ହାର୍ବି ର୍ୟୁରାଲ ଫାୟାର ସର୍ଭିସ୍‌ ପୋଷାକ ପିନ୍ଧି ପିତାଙ୍କ ପକ୍ଷରୁ ମରଣତ୍ତୋର ବୀରତା ସମ୍ମାନ ଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ଜଙ୍ଗଲ ନିଆଁ ଲିଭାଇବା ସମୟରେ ୩ ଜଣ ଦମକଳ ବାହିନୀ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକାଧିକ ବିବାହ କରି ୧.୨୫ କୋଟି ଠକେଇ

ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍‌ରୁ ଗିରଫ କରିଛି। ଲୁଟେରା କନ୍ୟା...

ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ...

ବଢ଼ିଲା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଡୁଆ, ପୁଣି ପୋଲିସ ନିକଟରେ ହାଜର ହେବାକୁ ନୋଟିସ

ହାଇଦ୍ରାବାଦ,୨୩ା୧୨: ହାଇଦ୍ରାବାଦ ପୋଲିସ ସନ୍ଧ୍ୟା ଥିଏଟର ଦଳାଚକଟା ଘଟଣାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ନୂଆ ସମନ ଜାରି କରିଛି ହାଇଦ୍ରାବାଦ ଚିକ୍କଡପଲ୍ଲୀ ପୋଲିସ। ଘଟଣା ସମ୍ପର୍କରେ...

କୋର୍ଟରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୩ା୧୨: ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ...

କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ...

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି...

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri