୨ଟି ମାଛ ବିକି ଲକ୍ଷପତି ପାଲଟିଲେ ପାକିସ୍ତାନୀ ଧୀବର

ଇସଲାମାବାଦ୍‌,୨୦।୧: ଜଣେ ପାକିସ୍ତାନୀ ଧୀବର ୨ ଟି ମାଛ ବିକି ରାତାରାତି ଲକ୍ଷପତି ପାଲଟି ଯାଇଛନ୍ତି। କରାଚୀରେ ବାସ କରୁଥିବା ଏହି ଧୀବର ଜଣକ ଆରବ ସାଗରରେ ମାଛ ଧରୁଥିବା ସମୟରେ ୨ଟି ସବା ପ୍ରଜାତିର ମାଛ ଧରିଥିଲେ। ଏହି ପ୍ରଜାତିର ମାଛର ଏୟାର ବ୍ଲାଡର ଦାମ ଅନ୍ତର୍ଜାତୀୟ ବଜାରରେ ବେଶ୍‌ ଅଧିକ। ଏଥିରୁ ବହୁ ଔଷଧ ପ୍ରସ୍ତୁତ ହୋଇଥାଏ। ମାଛ ଦୁଇଟିକୁ ୧୦ ଲକ୍ଷ ଲେଖାଏଁ ଟଙ୍କାରେ ବିକି ଧୀବର ଜଣକ ୨୦ ଲକ୍ଷ ଟଙ୍କା ପାଇ ରାତାରାତି ଲକ୍ଷପତି ପାଲଟି ଯାଇଛନ୍ତି। ମାଛ ୨ଟିର ଲମ୍ବ ଦେଢ଼ ମିଟରରୁ ଅଧିକ ଥିବାବେଳେ ଓଜନ ୩୦-୪୦ କିଲୋ ମଧ୍ୟରେ ହେବ ବୋଲି କୁହାଯାଉଛି। ଏହି ପ୍ରଜାତିର ମାଛ ବାଲୁଚିସ୍ତାନ ଏବଂ ସିନ୍ଧ୍‌ ଉପକୂଳରେ ଅଧିକ ଦେଖାଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଙ୍ଗାଳରୁ ମାଲାମାଲ ହେବ ପାକିସ୍ତାନ? ହାତରେ ଲାଗିଛି…

ଇସଲାମାବାଦ,୧୪।୧: ଦାରିଦ୍ର୍ୟ ଏବଂ ଦୁଃଖର ସମୟ ଦେଇ ଗତି କରୁଥିବା ପାକିସ୍ତାନରେ ୨.୮ ନିୟୁତ ଟୋଲା ଅର୍ଥାତ୍‌ ୨୮ ଲକ୍ଷ ଟୋଲା ସୁନା ମିଳିଛି ଏବଂ...

ଚାଇନାର ଚମକାଇବା ଭଳି ରିପୋର୍ଟ, Twitter ପରେ TikTokର ମାଲିକ ହେବେ ମସ୍କ!

ବେଜିଂ,୧୪।୧: ଜାନୁଆରୀ ୧୯ପରେ ଆମେରିକାରେ ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଯିବାର ରିପୋର୍ଟ ମଧ୍ୟରେ, ବ୍ଲୁମବର୍ଗର ଏକ ପ୍ରମୁଖ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟରେ ଦାବି କରାଯାଇଛି...

ବଡ଼ ଅଘଟଣ, ସୁନା ଖଣିରେ ଫସିଥିବା ୧୦୦ ଶ୍ରମିକଙ୍କ ମୃତ୍ୟୁ

କେପ ଟାଉନ,୧୪।୧: ଦକ୍ଷିଣ ଆଫ୍ରିକାର ଏକ ବେଆଇନ ଖଣିରେ ୧୦୦ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚକିତ କରିଛି। ଖଣିରେ ଫସି ରହିଥିବା ଏହି...

କୁକୁର ଜନ୍ମଦିନରେ ୫ ଲକ୍ଷ ଖର୍ଚ୍ଚ

ଜାମଶେଦପୁର: ସମ୍ପ୍ରତି ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ମାଲିକାଣୀ ନିଜ ପୋଷା କୁକୁରର ଜନ୍ମଦିନ ପାର୍ଟିରେ ୫ ଲକ୍ଷ ଟଙ୍କା...

ସମୁଦ୍ର ମଝିରୁ ସାଟେଲାଇଟ୍‌ ଲଞ୍ଚ୍‌ କଲା ଚାଇନା

ବେଜିଂ,୧୪।୧: ଚାଇନା ସୋମବାର ପ୍ରଥମଥର ପାଇଁ ସମୁଦ୍ର ମଧ୍ୟରୁ ରକେଟ୍‌ ଯୋଗେ ସଫଳତାର ସହ କେତେକ ସାଟେଲାଇଟ୍‌କୁ ଉତ୍‌କ୍ଷେପଣ କରିଛି। ବ୍ୟବସାୟିକ ମହାକାଶ ଗବେଷଣାରେ ଏହା ଏକ...

ଆଉ କେବେ ବି ଭାରତ ଆସିପାରିବେନି ଟ୍ରମ୍ପ! ଲାଗିବ କଡ଼ା କଟକଣା?

ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଜାନୁଆରୀ ୧୦ ୨୦୨୫ରେ ଜଣେ ସାଂଘାତିକ ଅପରାଧୀ ଭାବରେ ଦୋଷୀ ସାବ୍ୟସ୍ତ କରାଯାଇଛି। ମେ ମାସରେ, ତାଙ୍କ ବିରୋଧରେ...

ଜାପାନରେ ୬.୯ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଆଶଙ୍କା

ନୂଆଦିଲ୍ଲୀ, ୧୩।୧: ସୋମବାର ଜାପାନର କ୍ୟୁଶୁ ଅଞ୍ଚଳରେ ୬.୯ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଖବରକୁ ସ୍ଥାନୀୟ ପାଣିପାଗ ନିଶ୍ଚିତ କରିଥିବା ରିପୋର୍ଟ...

କ’ଣ ବିନା ପୋଷାକରେ ଶିବଙ୍କୁ ପୂଜା କରନ୍ତି? ନିଜ ପିଣ୍ଡଦାନ ନିଜେ କରନ୍ତି, ଜାଣନ୍ତୁ ମହିଳା ନାଗାସାଧୁଙ୍କୁ ଭୟଙ୍କର ଜୀବନ ବିଷୟରେ…

ଉତ୍ତର ପ୍ରଦେଶର ପ୍ରୟାଗରାଜର ସଙ୍ଗମ ନଗରୀରେ ମହାକୁମ୍ଭ ଜାନୁଆରୀ ୧୩ରୁ ଆରମ୍ଭ ହୋଇଛି। ଆଜିଠାରୁୁ ଆରମ୍ଭ ହୋଇ ଫେବୃଆରୀ ୨୬ ପର୍ଯ୍ୟନ୍ତ ଏହି କୁମ୍ଭମେଳା ଚାଲିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri