Categories: ଜାତୀୟ

୨୦୨୩ ଏପ୍ରିଲ୍‌ ସୁଦ୍ଧା ଭାରତକୁ ଆସିବ ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ

ନୂଆଦିଲ୍ଲୀ,୧୭।୭: ଭାରତକୁ ପ୍ରତିରକ୍ଷା କ୍ଷେତ୍ରରେ ସୁଦୃଢ଼ କରାଯିବା ପାଇଁ କେନ୍ଦ୍ର ସରକାରଙ୍କ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ ୨୦୨୩ ଏପ୍ରିଲ୍‌ ସୁଦ୍ଧା ଭାରତକୁ ଆସିବ। ଏନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଇକ ବୁଧବାର ଲୋକ ସଭାରେ ସୂଚନା ଦେଇଛନ୍ତି। ରୁଷିଆ ଏବଂ ଭାରତ ମଧ୍ୟରେ ଏନେଇ ୨୦୧୮ ଅକ୍ଟୋବର ୫ରେ ବୁଝାମଣା ହୋଇଛି। ଏଥିରେ ୫.୪୩ ବିଲିୟନ୍‌ ଡଲାର ଖର୍ଚ୍ଚ ହେବ ବୋଲି ମନ୍ତ୍ରୀ କହିଛନ୍ତି।

Share