୨୩,୮୩୯ରେ ଭାଜପା ପ୍ରାର୍ଥୀ ଅପରାଜିତା ବିଜୟୀ

ଖୋର୍ଦ୍ଧା ଅଫିସ,୨୪।୫: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟରେ ବିଜୟୀ ହୋଇଛନ୍ତି।
ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଅରୂପ ମୋହନ ପଟ୍ଟନାୟକଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି । ଅପରାଜିତା ୪ ଲକ୍ଷ ୮୬ ହଜାର ୮୮୯ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅରୂପ ମୋହନ ପଟ୍ଟନାୟକ ୪ ଲକ୍ଷ ୬୩ ହଜାର ୧୫୨ ଖଣ୍ଡ ଭୋଟ ପାଇଛନ୍ତି ।
ସେହିଭଳି କଂଗ୍ରେସ ସମର୍ଥତ୍ତ ସିପିଆଇ(ଏମ)ପ୍ରାର୍ଥୀ ଜନାର୍ଦ୍ଦନ ପତି ୨୩ ,୨୬ ଭୋଟ ପାଇଛନ୍ତି।

Share