୨୩ ତମ ରାଉଣ୍ଡରେ ବ୍ରଜକିଶୋର ୧୮୮୦୦ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୮୮୦୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ ବ୍ରଜକିଶୋରଙ୍କୁ ୧୧୯୦ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାର କାଳନ୍ଦୀ ସାମଲଙ୍କୁ ୧୩୨୯ ଖଣ୍ଡ ଭୋଟ ମିଳିଛି।