୨୪ ଘଣ୍ଟାରେ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧

ନୂଆଦିଲ୍ଲୀ,୩।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୯୧ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଶୁକ୍ରବାର ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏବେ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୪ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୫୮ ଜଣ ବିଦେଶରୁ ଆସିଥିବା ବେଳେ ୨୫୯ ଜଣଙ୍କର ନିଜାମୁଦ୍ଦିନ ସହ ସମ୍ପର୍କ ରହଛି ବୋଲି କୁହାଯାଇଛି।

Share