୨୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ସହ ଟ୍ରକ ଜବତ: ୩ ଗିରଫ

ସୁନ୍ଦରଗଡ଼,୧୩।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅଞ୍ଚଳରେ ଚୋରାରେ ଚାଲାଣ ହେଉଥିବା ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ସହ ଏକ ଟ୍ରକକୁ ଜବତ କରିଛି ପୋଲିସ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହେବ। ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନ ଥାନା ଆଇଆଇସି ବିଭୀତ୍ସ ପ୍ରଧାନ ପାଟ୍ରୋଲିଂ କରୁଥିବାବେଳେ ଉକ୍ତ ଟ୍ରକଟିକୁ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jammu Kashmir Encounter: ପହଲଗାମ ଆଟାକ୍‌ ପରେ ବଡ଼ ଏକନାଉଣ୍ଟର, ଶହୀଦ ହେଲେ ଜଣେ ଭାରତୀୟ ଯବାନ

ନୂଆଦିଲ୍ଲୀ,୨୪।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣପରେ, ଗୁରୁବାର ସକାଳେ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଜିଲାର ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ...

ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ନେଲା ଭାରତ, ଏବେ ପାକିସ୍ତାନ ସରକାରଙ୍କ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ ଭାରତ ସରକାର ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏବେ ପାକିସ୍ତାନ ସରକାରଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମର X...

ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଉଚ୍ଛେଦ ହେବ ଜବରଦଖଲ

ପାଟଣା,୨୪/।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ଥିକରଣ ସକାଶେ ଜବରଦଖଲ ଉଚ୍ଛେଦ ପାଇଁ ଘୋଷଣା କରିଛି।...

ବିଦ୍ୟୁତ ସଂଯୋଗକୁ ନେଇ ଏଲ ଆଣ୍ଡ ଟି କମ୍ପାନୀକୁ ବିରୋଧ କଲେ ଗ୍ରାମବାସୀ

ପରଜଙ୍ଗ,୨୪।୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଉଠା ଜଳ ସେଚନ ପ୍ରକଳ୍ପ ନିର୍ମାଣ କରୁଥିବା ଏଲ ଆଣ୍ଡ ଟି...

ଆତଙ୍କବାଦୀଙ୍କ ନିସ୍ତାର ନାହିଁ; ସାମିଲ ଥିଲେ ୩ ପାକିସ୍ତାନୀ ଏବଂ ୨ କଶ୍ମୀରୀ

ପହଲଗାମ୍‌,୨୪।୪: ଜମ୍ମୁ କଶ୍ମୀର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ...

ଦାରିଙ୍ଗବାଡି ଆଇଆଇସିଙ୍କ ଡିଏସପି ପାହ୍ୟାକୁ ପଦନ୍ନୋତି , ଜିଲାରେ ୬ ଜଣ ଅଧିକାରୀଙ୍କ ପଦନ୍ନୋତି

ଦାରିଙ୍ଗବାଡି, ୨୪ ।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇଆଇସିମାନଙ୍କୁ ଓପିଏସ ଗ୍ରୁପ-ଏ (ଜୁନିଅର ଶାଖା)ର ଗ୍ରେଡକୁ ପଦୋନ୍ନତି କରାଯାଇଛି। ଏହି...

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ...

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image