୨ ପଞ୍ଚାୟତରୁ ଉଠିଲା କଣ୍ଟେନ୍‌ମେଣ୍ଟ୍‌ କଟକଣା

ଭଦ୍ରକ ଅଫିସ,୪ା୫: ଭଣ୍ଡାରିପୋଖରୀ ବ୍ଲକର ଦୁଇଟି ପଞ୍ଚାୟତକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା ପ୍ରତ୍ୟାହୃତ କରିଛି ପ୍ରଶାସନ। ଏହି ଦୁଇ ପଞ୍ଚାୟତରୁ ଦୁଇଟି ପଜିଟିଭ୍‌ ବାହାରିଥିବାରୁ ତେସିଙ୍ଗା ଓ ରହଣିଆ ପଞ୍ଚାୟତକୁ ଏପ୍ରିଲ ୨୦ରେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଥିଲା।