Posted inରାଜ୍ୟ

୩ ଜଣଙ୍କୁ କଳିଙ୍ଗ ସାହିତ୍ୟ ପୁରସ୍କାର

ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ଖ୍ୟାତନାମା ଲେଖକ ପବନ କୁମାର ବର୍ମା, ରାଜେନ୍ଦ୍ର କିଶୋର ପଣ୍ଡା ଓ ପାରୋ ଆନନ୍ଦଙ୍କୁ ଚଳିତବର୍ଷ କଳିଙ୍ଗ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ। ସେହିଭଳି ଯୁବ ଲେଖକ କେଦାର ମିଶ୍ରଙ୍କୁ କଳିଙ୍ଗ ସାହିତ୍ୟ ଯୁବ ପୁରସ୍କାର ୨୦୧୯ ପ୍ରଦାନ କରାଯିବ। ରାଜେନ୍ଦ୍ର କିଶୋର ପଣ୍ଡା ଚଳିତବର୍ଷ ପାଇଁ କଳିଙ୍ଗ ସାହିତ୍ୟ ପୁରସ୍କାର ପାଇବେ। ସେହିଭଳି ପବନ କୁମାର ବର୍ମା କଳିଙ୍ଗ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପାରୋ ଆନନ୍ଦ ୨୦୧୯ ମସିହା ଲାଗି କଳିଙ୍ଗ କାରୁବାକୀ ପୁରସ୍କାର ପାଇବେ ବୋଲି କଳିଙ୍ଗ ସାହିତ୍ୟ ମହୋତ୍ସବର ନିର୍ଦ୍ଦେଶକ ରଶ୍ମି ରଞ୍ଜନ ପରିଡ଼ା ସୂଚନା ଦେଇଛନ୍ତି। ସାହିତ୍ୟର ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠ ଅବଦାନ ନିମନ୍ତେ କଳିଙ୍ଗ ସାହିତ୍ୟ ମହୋତ୍ସବ(କେଏଲ୍‌ଏଫ୍‌) ପକ୍ଷରୁ ବାର୍ଷିକ ପୁରସ୍କାର ପ୍ରଦାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri