୪ର୍ଥ ରାଉଣ୍ଡ ଶେଷ: ହିନ୍ଦୋଳରେ ବିଜେଡି ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ଆଗୁଆ ଅଛନ୍ତି। ତାଙ୍କୁ ୮୮୨୩ ଭୋଟ ମିଳିଛି। ସେହିପରି ଭାଜପାର ଅଶୋକ ନାଏକ ୮୭୧୪ ଏବଂ କଂଗ୍ରେସର ତ୍ରିନାଥ ବେହେରା ୧୨୩୫ ଭୋଟ ପାଇ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।