୪ ଆଇପିଏସ ଅଫିସରଙ୍କ ହାତରେ ୪ ଜିଲାର ଦାୟିତ୍ୱ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’କୁ ଦୃଷ୍ଟିରେ ରଖି ରାଜ୍ୟର ୪ଜଣ ଆଇପିଏସ ଅଧିକାରୀଙ୍କୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ପୂର୍ବାଞ୍ଚଳ ଆଇଜି ଦିପ୍ତେଶ କୁମାର ପଟ୍ଟନାୟକଙ୍କୁ ବାଲେଶ୍ୱର , ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ)ର ଆଇଜି ଘନଶ୍ୟାମ ଉପାଧ୍ୟାୟ ଭଦ୍ରକ , କଟକ କେନ୍ଦ୍ରାଞ୍ଚଳ(ସିଆର୍‌)ର ଡିଆଇଜି ଆଶିଷ କୁମାର ସିଂଙ୍କୁ କେନ୍ଦ୍ରାପଡା  ଏବଂ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାକ୍ସ ଫୋର୍ସ(ଏସ୍‌ଟିଏଫ)ର ଡିଆଇଜି ଜୟନାରାୟଣ ପଙ୍କଜଙ୍କୁ ଜଗତସିଂହପୁର ଜିଲାର ବାତ୍ୟା ମୁକାବିଲା ଦାୟିତ୍ୱ ଦିଆଯାଇଛି। ଏହି ବରିଷ୍ଠ ଅଧିକାରୀମାନେ ମଧ୍ୟ ଉକ୍ତ ଜିଲାଗୁଡିକର ଏସ୍‌ପି ଅଫିସକୁ ସହଯୋଗ ଏବଂ ତତ୍ୱାବଧାନ କରି କାର୍ଯ୍ୟ କରିବେ ବୋଲି ପୋଲିସ ମୁଖ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ବିଜୟ ଧାରା ଜାରି

ବେଙ୍ଗାଲୁରୁ,୧୦ା୪: ବୋଲରଙ୍କ ମାପଚୁପ ବୋଲିଂ ଏବଂ ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ...

ପରିବେଶ ସୁରକ୍ଷା ବାର୍ତ୍ତା ନେଇ ସାଇକେଲ୍‌ରେ ବିଶ୍ୱ ଭ୍ରମଣ କରୁଛନ୍ତି ଜୋଜୋ ଦାଦା

ଭୁବନେଶ୍ୱର,୧୦।୪: କେବଳ ଦେଶ ନୁହେଁ ବିଦେଶକୁ ସାଇକେଲରେ ଭ୍ରମଣ କରୁଛନ୍ତି ପଶ୍ଚିମବଙ୍ଗ ଲାଲଗୁଲା ମୁର୍ଶିଦାବାଦର ପ୍ରସନଜିତ୍‌ ଦାସ। । ଲୋକେ ତାଙ୍କୁ ଜୋଜୋ ଦାଦା ବୋଲି...

ମେ ୧୮ରୁ କଳିଙ୍ଗ ବ୍ଲାକ୍‌ ଟାଇଗର୍ସର ଅଭ୍ୟାସ

ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ ଓ ଜିଏମ୍‌ଆର୍‌ର ମିଳିତ ଆନୁକୂଲ୍ୟରେ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌) ଅନ୍ଧେରି ସ୍ପୋଟର୍‌ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍‌ବଲ ଆରେନା)ରେ ଆସନ୍ତା...

ଶିଶୁ ମନ୍ଦିର ପିଲା କେବେ ଦେଶଦ୍ରୋହୀ ହୋଇପାରିବେ ନାହିଁ: ଉପମୁଖ୍ୟମନ୍ତ୍ରୀ

ପାଟଣା,୧୦।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ପରିଚାଳନା କମିଟି...

ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ନିରାକାରପୁର,୧୦।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ରାମେଶ୍ୱର ନିକଟ କୁଆଁରୀ ଜଙ୍ଗଲରୁ ଜଣେ ଯୁବକଙ୍କ...

କାଳ ବୈଶାଖୀର ତାଣ୍ଡବ, ବର୍ଷା-ଘଡ଼ଘଡ଼ିରେ ୩୦ରୁ ଊର୍ଦ୍ଧ୍ୱ ଲୋକାଙ୍କ ମୃତ୍ୟୁ

ପାଟନା,୧୦।୪: ବିହାରର ନାଳନ୍ଦା, ସିୱାନ, ଭୋଜପୁର, ଗୋପାଳଗଞ୍ଜ, ବେଗୁସରାଇ, ସରନ, ଗୟା, ଜେହାନାବାଦ ଏବଂ ଅରୱାଲରେ ଗୁରୁବାର ଅବରାହ୍ନରେ ବଜ୍ରପାତ ଏବଂ ପ୍ରବଳ ବର୍ଷା ଯୋଗୁଁ...

ସଟସର୍କିଟରୁ ଅଗ୍ନିକାଣ୍ଡ: ସବୁକିଛି ଜଳିପୋଡ଼ି ପାଉଁଶ, ଜଣେ ଆହତ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ):ଭଞ୍ଜନଗର ଥାନା ଅନ୍ତର୍ଗତ ତୁରୁମୁ ପଞ୍ଚାୟତର ଜଡାହାଟୁଣିର ବିଜୟ ଚନ୍ଦ୍ର ପାଢ଼ୀଙ୍କ ଘରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା...

ଜଙ୍ଗଲରେ ନିଆଁ ଲିଭାଇଲା ବେଳେ ପୋଡ଼ି ଯାଇଥିଲେ କର୍ମଚାରୀ: ଆନ୍ଦୋଳନ ପରେ ମିଳିଲା ୧୦ ଲକ୍ଷ କ୍ଷତିପୂରଣ

କୁଆଁରମୁଣ୍ଡା,୧୦ା୪(ମହେନ୍ଦ୍ର କୁମାର ସାହୁ): ଇସ୍ପାତ ଜେନେରାଲ ହସ୍ପିଟାଲରେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ଠିକା ବନ କର୍ମଚାରୀ ସମରା ଓରାମ(୩୮)ଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ମୃତକଙ୍କ ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image