Advertisement
Categories: ଜାତୀୟ

୪ ଜେସିବି ଜଳାଇଲେ ମାଓବାଦୀ

ପାଟନା,୨।୫: ବିହାର ଗୟା ଜିଲାରେ ଗୁରୁବାର ମାଓବାଦୀମାନେ ୪ଟି ଜେସିବି ଗାଡ଼ିରେ ନିଆଁ ଲଗାଇ ଜଳାଇ ଦେଇଛନ୍ତି। ସ୍ଥାନୀୟ ବାରାଛତିଠାରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ହେଉଥିବା ଏହି ଗାଡ଼ିଗୁଡିକୁ ଜଳାଇ ଦେଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share