Categories: ଜାତୀୟ

୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୨୫।୮: ସେପ୍ଟେମ୍ବର ୨୩ରେ ୪ ରାଜ୍ୟର ବିଧାନସଭା ଉପନିର୍ବାଚନ ହେବ। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା, କେରଳର ପାଲା, ତ୍ରିପୁରାର ବଧର ଘାଟ ଏବଂ ଉତ୍ତରପ୍ରଦେଶ ହମିରପୁରରେ ଉପନିର୍ବାଚନ ହେବ ବୋଲି ଏହି ବିଜ୍ଞପ୍ତିରେ ପ୍ରକାଶ ପାଇଛି।

Share