୫ମ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୩୯୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ ମହାନ୍ତି ପଛରେ ଅଛନ୍ତି।