ହାଟଡିହୀ,୨୨ା୬ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରୁ ୫ ଜଣ କାର୍ଯ୍ୟନିର୍ବାହୀ ଅଧିକାରୀ ବଦଳି ହୋଇଛନ୍ତି ା କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ତାମଣି ଦାସ ଓ ବିଶ୍ୱନାଥ ବଦ୍ରା ଆନନ୍ଦପୁର, ରମେଶ ଚନ୍ଦ୍ର ମାଝୀ ଓ ଚନ୍ଦ୍ରଶେଖର ସୋରେନ୍ ବାଆଁଶପାଳ, ବ୍ୟାସଦେବ ନାୟକ ପାଟଣାକୁ ବଦଳି ହୋଇଛି ା ସେହିପରି ଘସିପୁରାରୁ ଦିଲୀପ କୁମାର ମାଝୀ, ଚିତ୍ତରଞ୍ଜନ ଧୀର, ରଶ୍ମିରଞ୍ଜନ ମହାରଣା ଓ କେନ୍ଦୁଝରରୁ ରାଜେନ୍ଦ୍ର କୁମାର ଦିଘି ପ୍ରମୁଖ ୪ ଜଣଙ୍କର ହାଟଡିହୀକୁ ବଦଳି ହୋଇଛି ା ମୋଟ ଜିଲାରେ ୫୧ଜଣ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଛି ା ଜିଲା ପଞ୍ଚାୟତ ବିଭାଗ ଚିଠି ନଂ. ୮୩୨ ଜିପି(କେ)/୧୩.୬.୨୦୧୯ରେ ନିର୍ଦ୍ଦେଶନାମା ଜାରି ହୋଇଛି ା ଅପରପକ୍ଷେ ହାଟଡିହୀ ଶିକ୍ଷା ଜିଲାର ବିଆର୍ସିସି ତପୋଧନ ସ୍ବାଇଁ ଓ ଏବିଇଓ ଧନେଶ୍ୱର ଖଣ୍ଡେଇଙ୍କର ତେଲକୋଇକୁ ବଦଳି ହୋଇଛି ା ତାଙ୍କ ସ୍ଥାନରେ ବିଆରସିସି ଭାବେ ବିନୋଦ ରାଉତ ଓ ଏବିଇଓ ଭାବେ ସୁରଥ ସାହୁ ଶନିବାର ଯୋଗଦାନ କରିଛନ୍ତି ା

ଭକ୍ତିମୟ ପରିବେଶରେ ହରିହରାନନ୍ଦ ଅରଣ୍ୟା, ସତ୍ସଙ୍ଗରେ ସାମିଲ ହେଲେ ହଜାର ହଜାର ସାଧୁସନ୍ଥ
ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ତୁଳସୀପୁର ଗ୍ରାମରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍ବ ପରିମିତ ଜମିରେ...

ହରି ହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ନେଇ ବ୍ୟାପକ ପ୍ରସ୍ତୁତି
ପାଟଣା,୧୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସାରସକେଲା ପଞ୍ଚାୟତ ତୁଳସୀପୁରଠାରେ ପାଟଣା ସଂରକ୍ଷିତ ଜଙ୍ଗଲକୁ ଲାଗିଥିବା ଏକ ସୁରମ୍ୟ ଜଙ୍ଗଲ ପରି ବେଷ୍ଟିତ ଅଞ୍ଚଳରେ...

ପାଟଣା ବିଧାୟକ ଅଖିଳ ନାଏକ ଖେଳିଲେ ହୋଲି: କାମନା କଲେ ଅଞ୍ଚଳ ବାସୀଙ୍କ ସୁଖ ଶାନ୍ତି ସମୃଦ୍ଧି
ପାଟଣା ୧୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ହୋଲି ପର୍ବ ପାଇଁ ଶନିବାର ଉତ୍ସବମୁଖର ହୋଇଉଠିଛି। ଦିନ ୧୨ଟା ପର୍ଯ୍ୟନ୍ତ...

ଶୁଦ୍ଧିକ୍ରିୟା ପାଇଁ ଯାଉଥିବାବେଳେ ଆଖିବୁଜିଲେ ଗୋଟିଏ ପରିବାରର ୩ ସଦସ୍ୟ : ମା’,ବାପା ପୁଅ ମୃତ
କେନ୍ଦୁଝର,୧୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ହୋଲି ଧୁମଧାମରେ ପାଳନ ହୋଇଥିବା ବେଳେ କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣାଘଟିଛି। ଶନିବାର ସକାଳେ ଚମ୍ପୁଆ...

ଭକ୍ତିମୟ ପରିବେଶରେ ମେଳଣ ପଡ଼ିଆ, ବିମାନରେ ବସିଲେ ଦୋଳଗୋବିନ୍ଦ
ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଶୁକ୍ରବାର ରାଧା କୃଷ୍ଣଙ୍କ ଦୋଳ ପୂର୍ଣ୍ଣିମା ଓ ହୋଲି ଉତ୍ସବ ସମ୍ପନ୍ନ ହୋଇଛି। ଏହି ବ୍ଲକ...

ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କଲା ଡଅଁର ସେବା ସମବାୟ ସମିତି
ହାଟଡିହୀ,୧୪।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ସେବା ସମବାୟ ସମିତିର ମ୍ୟାନେଜମେଣ୍ଟ କମିଟିର ବର୍ତ୍ତମାନ ଅବସ୍ଥା/ସ୍ଥିତାବସ୍ଥା ବଜାୟ ରଖିବାକୁ ଗତ ୫ ମାର୍ଚ୍ଚ...

ମରୈଗାଁ ସମବାୟ ସମିତିର ଲକ୍ଷାଧିକ ଟଙ୍କା ହେରଫେର ମାମଲା: ଅନ୍ତରୀଣ ନିର୍ଦ୍ଦେଶ ଜାରି କଲେ ହାଇକୋର୍ଟ
ହାଟଡିହୀ,୧୪l୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସମବାୟ ସମିତି ଲିମିଟେଡ଼(ଆବେଦନକାରୀ)ତରଫରୁ ଦାୟର ହୋଇଥିବା ମାମଲାରେ ମାନ୍ୟବର ଓଡିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି...

ଜାତୀୟ ରାଜପଥରେ ଜଳିଗଲା ଟ୍ରକ
ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍ଟି...