୫ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ହୋଇପାରେ। ଏହାକୁ ଦୃଷ୍ଟିରେ ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share