୫ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରୁ ସ୍ବାବ୍‌ ସଂଗ୍ରହ

ଭଣ୍ଡାରିପୋଖରୀ, ୮ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ୫ଟି ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାବ ଶୁକ୍ରବାର ରହଣିଆ ହାଇସ୍କୁଲଠାରେ ହୋଇଥିବା ସାମୂହିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଂଗ୍ରହ କରାଯାଇଛି। ବ୍ଲକର କୁରିଗାଁ, ଦକ୍ଷିଣବାଡ଼, ସରସଦା, ରହଣିଆ, ବୟା ବନାପୁର ପଞ୍ଚାୟତରେ ଆସିଥିବା ୯୨ଜଣ ପ୍ରବାସୀ ଓଡ଼ିଆଙ୍କ ସ୍ବାବ ସଂଗ୍ରହ କରାଯାଇଛି। ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଚିକିତ୍ସାଧିକାରୀ ଡା କମଳାକାନ୍ତ ସ୍ବାଇଁଙ୍କ ନେତୃତ୍ୱରେ ଡା. ପ୍ରତ୍ୟୁଷା ପ୍ରିୟଦର୍ଶନୀ ଦାସ, ଡା. ଅଙ୍କିତା ଉପାସନା ନାୟକ, ଡା. ଜ୍ୟୋତିପ୍ରକାଶ ସ୍ବାଇଁ, ଡା. ଦେବଦତ୍ତ ପାଣିଗ୍ରାହୀ, ସୁପରଭାଇଜର ମନୋରଞ୍ଜନ ରାଉତ ପ୍ରମୁଖ ଉପସ୍ଥିତ ରହି ସ୍ବାବ ସଂଗ୍ରହ କରିଥିଲେ। ରହଣିଆ ସରପଞ୍ଚ ଅଲିଭା ନାୟକ, ବୀରେନ୍ଦ୍ର ନାୟକ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri