୫ ମିନିଟ୍‌ ବିଳମ୍ବରେ ପହଞ୍ଚିବାରୁ ପରୀକ୍ଷାକେନ୍ଦ୍ରକୁ ଯିବାକୁ ଛାତ୍ରଙ୍କୁ ଅନୁମତି ଦେଲେନାହିଁ କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ,୨୦।୨: ଅନୁଗୋଳ କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଅଭିଭାବକଙ୍କୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ଆସିବାରେ ୫ ମିନିଟ୍‌ ବିଳମ୍ବ ହୋଇଥିଲା। ଏହାକୁ ନେଇ ତାଙ୍କୁ ପରୀକ୍ଷାକେନ୍ଦ୍ରକୁ ଯିବା ପାଇଁ ଅନୁମତି ଦିଆଯାଇ ନ ଥିଲା। ଫଳରେ ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ହଟ୍ଟଗୋଳ କରିଥିଲେ। ଘଟଣାରେ ଜିଲାପାଳ ହସ୍ତକ୍ଷେପ କରିବା ପରେ ଛାତ୍ରଜଣଙ୍କ ପରୀକ୍ଷା ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…

ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...

ବିଜେଡି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ: ବିଜୁବାବୁଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ନେତା-କର୍ମୀ

ଗଞ୍ଜାମ,୨୬।୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ବିଜେଡି ପକ୍ଷରୁ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସାମନ୍ତରା ସାହି ଷ୍ଟେଶନ ରୋଡ଼ସ୍ଥିତ ବିଜୁ...

କୋହଲା ପାଗକୁ ବଢ଼ିଲାଣି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛିଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗିରହିଥିଲା। ତେବେ ଏହି ବର୍ଷା ବୁଧବାର ରାତିରୁ ବନ୍ଦ...

ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ

କୋରାପୁର,୨୬।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୋରିଗୁମ୍ମା ତହସିଲ ଏଆର୍‌ଆଇ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ...

ଦିନେ ଓଡ଼ିଶାରେ ଭାଜପାକୁ ସାଇନ୍‌ବୋର୍ଡ ପାର୍ଟି କୁହାଯାଉଥିଲା,ଆଉ ଏବେ…

ଭୁବନେଶ୍ୱର, ୨୬ା୧୨(ସୁନିତ୍‌ ମିଶ୍ର):ସମୟ ଥିଲା ଦିନେ ଓଡ଼ିଶାରେ ଭାଜପାକୁ  ସାଇନ୍‌ବୋର୍ଡ ପାର୍ଟି ବୋଲି କୁହାଯାଉଥିଲା। କିନ୍ତୁ ଏବେ ରାଜ୍ୟରେ ଭାଜପାର ଡବଲ ଇଞ୍ଜିନ ସରକାର ଚାଲିଛି। ରାଜ୍ୟରେ...

୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ...

ଜାନୁଆରୀରୁ ଚାଷୀ ପଞ୍ଜୀକରଣ, ଚିହ୍ନଟ ହେବେ ଅଣଚାଷୀ

ଭୁବନେଶ୍ୱର, ୨୬ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ଯେଉଁ ଅଣଚାଷୀମାନେ ସରକାରଙ୍କ ବିଭିନ୍ନ ଯୋଜନାରୁ ଲାଭ ଉଠାଉଛନ୍ତି ସେମାନଙ୍କୁ ବାଦ୍‌ ଦିଆଯିବ। ରାଜ୍ୟ ସରକାର ଏବେ ଉପଯୁକ୍ତ ଚାଷୀଙ୍କୁ ଚିହ୍ନଟକରିବା...

ଲଘୁଚାପ ବର୍ଷାରେ ଭିଜୁଛି ପାଚିଲା ଧାନ

ମହାକାଳପଡ଼ା,୨୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପାଚିଲା ଧାନ ବର୍ଷାରେ ଭିଜୁଛି। ବର୍ଷକ ପାଇଁ ଉପାର୍ଜିତ ହୋଇଥିବା ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri