୬ରୁ ବର୍ଷିବ

ଭୁବନେଶ୍ବର ୪।୭(ଅନିଲ ଦାସ): ମୌସୁମୀ ସ୍ବଭାବିକ ସ୍ଥିତିକୁ ଫେରିବ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ମଙ୍ଗଳବାରଠୁ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖରେ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି । କିଛି ଜଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Share