Categories: ଜାତୀୟ

୬୨ରେ ଭାଜପା ଏବଂ ୩୦ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ସାଢ଼େ ୮ ଟା ସୁଦ୍ଧା ଭାଜପା ୬୨ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୩୦ରେ ଆଗରେ ରହିଛି। ସେହିପରି ଅନ୍ୟ ଦଳ ୫ଟି ଲୋକ ସଭା ଆସନରେ ଆଗୁଆ ରହିଛନ୍ତି।

Share