Categories: ଜାତୀୟ

୬୮ ବର୍ଷରେ ପାଦଦେଲେ ରାଜନାଥ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ଶାହ ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୧୦।୭: ଭାଜପା ବରିଷ୍ଠ ନେତା ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ୬୮ ବର୍ଷରେ ପାଦଦେଇଛନ୍ତି। ସେ ୧୯୫୧ ଜୁଲାଇ ୧୦ରେ ଉତ୍ତରପ୍ରଦେଶ ଚାନ୍ଦୌଲିଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି। ସେ ଜଣେ ନିଷ୍ଠାପର ବ୍ୟକ୍ତିତ୍ୱ ବୋଲି ପ୍ରଧାନମନ୍ତ୍ରୀ ତଥା ଶାହ କହିଛନ୍ତି।

Share