Categories: ଜାତୀୟ

୭୦୦ ମାମଲା, ୨୪୦୦ ଗିରଫ

ନୂଆଦିଲ୍ଲୀ,୯ା୩(ପି.ଟି.): ଦିଲ୍ଲୀରେ ନିକଟରେ ସିଏଏକୁ ନେଇ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାରେ ୭୦୨ ମାମଲା ଦାଏର କରାଯାଇଛି। ସେଥିରୁ ୪୯ ହେଉଛି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିବା ମାମଲା। ଏହାସହ ହିଂସାକାଣ୍ଡ ଭିଆଇବା ଅଭିଯୋଗରେ ବିଭିନ୍ନ ସ୍ଥାନରୁ ୨,୪୦୦ ଜଣଙ୍କୁ ଅଟକ କିମ୍ବା ଗିରଫ କରାଯାଇଛି। ଉତ୍ତର-ପୂର୍ବ ଦିଲ୍ଲୀର ଦଙ୍ଗା ପ୍ରଭାବିତ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ୨୮୩ ଅମନ କମିଟି ଗଠନ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

Share