Posted inଜାତୀୟ

ହାଥରସ ଦଳାଚକଟା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରାଇଦେଲେ ୧ ଲକ୍ଷ

ହାଥରସ,୭।୪: ଉତ୍ତରପ୍ରଦେଶ ହାଥରସରେ ଦଳାଚକଟା ମାମଲାର ୭୨ ଘଣ୍ଟା ପରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ସମସ୍ତ ୬ଜଣ ଆୟୋଜକ ବୋଲି ଜଣାପଡିଛି। ଏଯାଏଁ ଭୋଲେ ବାବାଙ୍କ ପତ୍ତା ମିଳୁ ନ ଥିବା ବେଳେ ମୁଖ୍ୟ ଆୟୋଜକ ଏବେବି ଫେରାର ଅଛନ୍ତି। ତାଙ୍କୁ ଖୋଜି ଧରାଇଦେଲେ ସମ୍ପୃକ୍ତ ବୃକ୍ତିଙ୍କ ନାଁ ଗୋପନ ରଖି ଏକ ଲକ୍ଷ ଟଙ୍କା ପୁରସ୍କାର ଦେବ ବୋଲି ପୋଲିସ ଘୋଷଣା କରିଛି। ହାଥରସରେ ଦଳାଚକଟାରେ ୧୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସମସ୍ତଙ୍କ ପରିଚୟ ମିଳିଛି। ଏହି ଘଟଣାରେ ଏବେ ବି ପ୍ରାୟ ୩୦ଜଣ ଆହତ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେୟାରଟେକର ସହିତ ବିୟର ପିଉଥିଲେ ମହିଳା ପ୍ରିନ୍ସିପାଲ, ଦେଖିଦେଲେ ଛାତ୍ର, ତାପରେ…

ନୂଆଦିଲ୍ଲୀ, ୭।୭: ତେଲେଙ୍ଗାନାର ସୂର୍ଯ୍ୟପେଟ୍‌ ଅଞ୍ଚଳର ଏକ କଲେଜ୍‌ରେ ଜଣେ ମହିଳା ପ୍ରିନ୍ସିପାଲ ହଷ୍ଟେଲ୍‌ ଭିତରେ ବିୟର ପିଉଥିବା ଖବର ସାମ୍ନାକୁ ଆସିଛି । ଡିଗ୍ରୀ...

କୋଟିପତି ବାବା: ୧୦୦ କୋଟିର ସମ୍ପତ୍ତି, ୨୫ ଖଣ୍ଡ ଗାଡ଼ି

ନୂଆଦିଲ୍ଲୀ, ୭।୭: ହାଥରସ୍‌ରେ ହୋଇଥିବା ଦଳା ଚକଟାରେ ୧୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଭୋଲେ ବାବା ଅର୍ଥାତ ନାରାୟଣ ସାକାର ବିଶ଼୍ବ ହରି...

ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି...

ପେପର ଲିକ୍‌ ପରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଠେଲି ବିଦା କରିଦେଲେ

ପ୍ରୟାଗରାଜ, ୭।୭: ଉତ୍ତରପ୍ରଦେଶର ପ୍ରୟାଗରାଜସ୍ଥିତ ବିଶପ ଜନସନ ବାଳିକା ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ପାରୁଲ ଶଲୋମନଙ୍କୁ ଶନିବାର ତାଙ୍କ କାର୍ଯ୍ୟାଳୟରୁ ବଳପୂର୍ବକ ହଟାଇ ଦିଆଯାଇଛି। ଗତ...

ଜଗନ୍ନାଥଙ୍କ ବେଶରେ ପୂଜା ପାଇଲେ ଉଜ୍ଜୟନୀର ମହାକାଳେଶ୍ୱର

ନୂଆଦିଲ୍ଲୀ,୭।୭: ଆଜି ପୁରୀରେ ଜଗନ୍ନାଥଙ୍କ ରଥଯାତ୍ରା ପାଳନ ହେବା ସହ ସାରା ଦେଶରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ପୁରୀରେ ସଂଧ୍ୟା ୫ଟାରେ ରଥଟଣା ହେବ।...

ସିଜେଆଇଙ୍କୁ ପତ୍ର ଲେଖିଲେ ୧୫୦ ଆଇନଜୀବୀ,କେଜ୍‌ରିଓ୍ବାଲଙ୍କ ଜାମିନ ରୋକାଯିବା ଚିନ୍ତାଜନକ…

ନୂଆଦିଲ୍ଲୀ,୭ା୭: ଅବକାରୀ ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର...

ବନ୍ୟା ଘେରରେ କାଜିରଙ୍ଗା ଜାତୀୟ ଉଦ୍ୟାନ; ୧୧୪ ବନ୍ୟଜନ୍ତୁ ମୃତ

ଗୁଆହାଟୀ, ୬।୭: ଆସାମ ବନ୍ୟା ବିଭୀଷିକାରୁ ପ୍ରସିଦ୍ଧ କାଜିରଙ୍ଗା ଜାତୀୟ ଉଦ୍ୟାନ ବାଦ୍‌ ପଡ଼ିନାହିଁ। ଏହି ଭୟଙ୍କର ବନ୍ୟାରେ କାଜିରଙ୍ଗା ଜାତୀୟ ଉଦ୍ୟାନର ୧୧୪ ବନ୍ୟଜନ୍ତୁଙ୍କର...

ଜମ୍ମୁ-କଶ୍ମିରରେ ଏନକାଉଣ୍ଟର; ଦୁଇ ଯବାନ ଶହୀଦ, ୪ ଆତଙ୍କୀ ନିପାତ

ନୂଆଦିଲ୍ଲୀ,୬।୭: ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ଚାରି ଆତଙ୍କୀ ମଧ୍ୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri