ସୁଭଦ୍ରା ପାଇଁ ବଦଳିଲା ବ୍ୟାଙ୍କ ଖୋଲିବା ସମୟ: ସକାଳ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ…. 

ମୋହନା,୨୭।୧୧(ମନ୍ନମଥ ମିଶ୍ର): ଇକେୱାଇସ ନ ଥିବାରୁ ସୁଭଦ୍ରା ଟଙ୍କା ମିଳିନଥିବା ଅଭିଯୋଗ ହୋଇଛି।  ଗୋଟିଏ ପରେ ଗୋଟିଏ କିସ୍ତି ଆସିବା ପରେ  ସୁଭଦ୍ରା ଟଙ୍କା ପାଇବା ପାଇଁ  ଗଜପତି ଜିଲା ମୋହନା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ମହିଳାମାନଙ୍କ ପ୍ରବଳ ଭିଡ଼ ମଙ୍ଗଳବାର ଦେଖିବାକୁ ମିଳିଥଥିଲା। ବ୍ୟାଙ୍କରେ ଭିଡ଼ ଯୋଗୁ ଲୋକଙ୍କ ପାଇଁ ଟୋକେନର ବ୍ୟବସ୍ଥା କରାଯାଇଥିଲା। ୧୫୦ ମହିଳାଙ୍କୁ ବ୍ୟାଙ୍କ ତତଫରୁ ଟୋକେନ ଦିଆଯାଇଥିବା ବେଳେ ପ୍ରାୟ ପାଞ୍ଚଶହରୁ ଅଧିକ ମହିଳା ଧାଡିବାନ୍ଧି ଠିଆ ହୋଇଥିଲେ।  ଏହି ଟୋକେନ୍‌ ସେମାନଙ୍କ ପାଇଁ ସମୁଦଦ୍ରରୁ  ଶଙ୍ଖେ ବୋଲି ମନେ ହେଉଥିଲା।
ତେବେ ଭିଡ଼କୁ ଦୃଷ୍ଟିରେ ରଖି ବୁଧବାର ମୋହନା ଷ୍ଟେଟବ୍ୟାଙ୍କ କର୍ତ୍ତୃପକ୍ଷ ବ୍ୟାଙ୍କ ସମ୍ମୁଖରେ ଟେଣ୍ଟ, ଚେୟାର ପକାଇ ସକାଳ ୭ଟାରୁ ବ୍ୟାଙ୍କ  ଖୋଲିଥିଲେ। ପରେ ମହିଳାଙ୍କ ଟୋକେନ ବ୍ୟବସ୍ଥା ହୋଇଥିଲା। ପରେ କେୱାଇସି ଫର୍ମ ଗ୍ରହଣ କରିଥିା ଦେଖିବାକୁ ମିଳିଛି

Enter your email to get our daily news in your inbox.

All Right Reserved By Dharitri.Com

ଜଳ ପରିଚାଳନା, ନିଷ୍କାସନରେ ବାଧା

ପଟ୍ଟାମୁଣ୍ଡାଇ,୩ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଚାଷୀଙ୍କ ଭାତହାଣ୍ଡିକୁ ଅଦିନିଆ ବର୍ଷା ଉଜାଡ଼ି ଦେଇଛି। ବର୍ଷା ଛାଡ଼ି ଯାଇଥିଲେ ମଧ୍ୟ କ୍ଷେତରୁ ଆଜି ପର୍ଯ୍ୟନ୍ତ ପାଣି...

ଆସିଲ ଡରାଇଲା ଭଳି ରିପୋର୍ଟ:ଓଡ଼ିଶାର ୧୫ ଜିଲା ଭୂତଳଜଳରେ ବିପଜ୍ଜନକ ନାଇଟ୍ରେଟ୍‌

ନୂଆଦିଲ୍ଲୀ,୩ା୧:ଦେଶବ୍ୟାପୀ ୪୪୦ ଜିଲାର ଭୂତଳଜଳରେ ନାଇଟ୍ରେଟ୍‌ ମାତ୍ରା ଅଧିକ ରହିଛି। ତନ୍ମଧ୍ୟରେ ଓଡ଼ିଶାର ୧୫ ଜିଲା ରହିଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ବରଗଡ଼,...

ବଢିବ ଶୀତ: ୩ ଜିଲାରେ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୧(ଅନୁରାଧା ମହାରଣା):ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତର ପ୍ରଭାବ ବଢ଼ିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍‌ କିମ୍ବା ଏହାଠାରୁ କମ୍‌ ତାପମାତ୍ରା ରେକର୍ଡ...

ଚିନାବାଦାମ ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ରାଜକନିକା,୩ା୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ସିକୋ ପଞ୍ଚାୟତର ଡାଳିକାଏନ୍ଦା, ଭାରିଗଦା ପଞ୍ଚାୟତ ଓ ବରୁଣାଡ଼ିହା ପଞ୍ଚାୟତର ଚାଷୀ ମୁଖ୍ୟତଃ ଚିନାବାଦାମ ଚାଷ...

ଅସହାୟ ଅବସ୍ଥାରେ ୩ ଅନାଥ ବାଳିକା

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ): ମା’ବାପାଙ୍କ ମୃତ୍ୟୁ ପରେ ଗୋଟିଏ ପରିବାରର ୨ ଭଉଣୀଙ୍କ ସମେତ ଅନ୍ୟ ଏକ ପରିବାର ଜଣେ ବାଳିକା ଅସହାୟ ହୋଇପଡିଛନ୍ତି। ଏଭଳି...

ମଦ ନିଶାରେ ଅଜା ଘରେ ନିଆଁ ଲଗାଇଦେଲେ ନାତି

ନୀଳଗିରି,୨ା୧(ପ୍ରଶାନ୍ତ କୁମାର ବିଶ୍ବାଳ): ଅଜା ଘରେ ନିଆଁ ଲଗାଇଦେଲେ ନାତି। ଜଳିଗଲା ୩ ବଖରା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ଏନଏସି ଅଧୀନ...

୮ ଆଇଇଡି ବୋମା ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି,୨ା୧(ଦୁର୍ଯ୍ୟୋଧନ ପାତ୍ର)-ବିଜାପୁରରେ ମାଓବାଦୀମାନେ ଖଞ୍ଜିଥିବା ୮ ଆଇଇଡି ବୋମାକୁ ଯବାନମାନେ ନିଷ୍କ୍ରିୟ କରିଛନ୍ତି । ଛତିଶଗଡ ବାସାଗୁଡ଼ା ଥାନା ଅନ୍ତର୍ଗତ ତିମାପୁର ଅଞ୍ଚଳରେ କୋବ୍ରା ଯବାନମାନେ...

ଘନ କୁହୁଡ଼ି ନେଇ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୧: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍‌ କିମ୍ବା ଏହାଠାରୁ କମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri