Categories: ଖେଳ

୧.୦୪ ଲକ୍ଷ ଦର୍ଶକ ଫାଇନାଲ ଦେଖିଲେ

ଅହମଦାବାଦ,୨୯।୫: ଗୁଜରାଟ ଟାଇଟାନ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ରବିବାର ଖେଳାଯାଇଥିବା ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ ଫାଇନାଲକୁ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରେକର୍ଡ ସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ। ଏକ ଲକ୍ଷ ୩୨ ହଜାର ଦର୍ଶକଙ୍କ କ୍ଷମତା ବିଶିଷ୍ଟ ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମରେ ଫାଇନାଲ ଲାଗି ୧,୦୪,୮୫୯ ଦର୍ଶକ ଏକତ୍ରିତ ହୋଇଥିଲେ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି।

Share