ରାଜ୍ୟରେ ୧.୫୭ ଲକ୍ଷ ବାଂଲାଦେଶୀ

ଭୁବନେଶ୍ୱର,୧୪ା୩(ବ୍ୟୁରୋ):ରାଜ୍ୟରେ ବାଂଲାଦେଶୀ ଭର୍ତ୍ତି ହୋଇଗଲେଣି। ୧୧ ଜିଲାରେ ୧ ଲକ୍ଷ ୫୭ ହଜାର ୪୩୨ ଜଣ ବାଂଲାଦେଶୀ ଶରଣାର୍ଥୀ ରହୁଛନ୍ତି। ଅନୁଗୋଳ ଜିଲାରେ ୧୫, ବାଲେଶ୍ୱରରେ ୭୫, ଭଦ୍ରକ ୨୦୦, ଯାଜପୁର ୩୭୯, କଳାହାଣ୍ଡି ୯୦, କେନ୍ଦ୍ରାପଡ଼ା ୪୪୧, ଖୋର୍ଦ୍ଧା ୪,୬୫୩, କୋରାପୁଟ ୧୯୪, ମାଲକାନଗିରିରେ ସର୍ବାଧିକ ୧,୦୪,୨୩୩, ନବରଙ୍ଗପୁର ୪୬,୮୪୮ ଓ ରାୟଗଡ଼ାରେ ୩୦୪ ଜଣ ବାଂଲାଦେଶୀ ଶରଣାର୍ଥୀ ରହୁଛନ୍ତି। କେବଳ ସେତିକି ନୁହେଁ, ଓଡ଼ିଶାରେ ସରକାରୀ ଭାବେ ୩,୭୪୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ରହୁଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡ଼ ଜିଲାରେ ୨, ଭଦ୍ରକରେ ୧୯୯, କେନ୍ଦ୍ରାପଡ଼ାରେ ୧,୬୪୯, ଖୋର୍ଦ୍ଧାରେ ୧୭, ଜଗତ୍‌ସିଂହପୁରରେ ୧,୧୧୨, ମାଲକାନଗିରିରେ ୬୫୫ ଓ ନବରଙ୍ଗପୁରରେ ୧୦୬ ଜଣ ବେଆଇନ ଭାବେ ରହୁଛନ୍ତି। ଭାଜପା ସଭ୍ୟ ସୂର୍ଯ୍ୟବଂଶୀ ସୁରଜଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି

ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ...

ପ୍ରୋଟକଲ୍‌ ଭାଙ୍ଗିଲେ ମୁଖମନ୍ତ୍ରୀ: ନାନୋ ଚଲାଇଲେ କେଭି ସିଂହଦେ, ପାଖରେ ମୋହନ

ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଶୁକ୍ରବାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାନୋ କାରରେ ବସି ବରମୁଣ୍ଡା ପଡିଆରୁ ଲୋକସେବା...

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ।...

ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି

ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ...

ବାଜିଲା କ୍ୟାବିନେଟ୍‌ ମୋହର: ଏଣିକି ୩୫୦୦ ଟଙ୍କା ଭତ୍ତା ପାଇବେ…

ଭୁବନେଶ୍ୱର,୩।୧:ବାଜିଲା ମୋହର। ବଢ଼ିଲା ଭତ୍ତା। ଏଣିକି ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ୮୦%ରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମାସିକ ୩,୫୦୦ ଟଙ୍କା ଭତ୍ତା ମିଳିବ।...

ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ

ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍...

ଆଳୁ ଉପରେ ତାଙ୍କର ଅଧିକାର ଅଛି: ଜିନ୍ନତ କ’ଣ ପଶ୍ଚିମବଙ୍ଗ ଆଳୁ? କାହିଁକି ଏମିତି କହିଲେ ମନ୍ତ୍ରୀ

ଭୁବନେଶ୍ୱର,୩।୧: ବାଘୁଣୀ ଜିନ୍ନତ୍‌ ପ୍ରସଙ୍ଗରେ ପଶ୍ଚିମବଙ୍ଗ ସରକାରଙ୍କୁ କଟାକ୍ଷ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ ଜିନ୍ନତ୍‌କୁ ଫେରାଇବା...

‘ଜିନ୍ନତ’କୁ ଓଡ଼ିଶା ଫେରାଇ ଆଣିବାକୁ ପାଣି ଭଳି ଖର୍ଚ୍ଚ ହୋଇଛି ଟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୩।୧: ଓଡ଼ିଶା ଛାଡ଼ି ପ୍ରଥମେ ଝାଡ଼ଖଣ୍ଡ ଓ ପରେ ପଶ୍ଚିମବଙ୍ଗ ପଳାଇଥିବା ମହାବଳ ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିଛି। ଯମୁନା ରହୁଥିବା ଏନ୍‌କ୍ଲୋଜର ମଧ୍ୟରେ ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri