ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ଭୁବନେଶ୍ୱରର ୭୭ ବର୍ଷିୟ ବ୍ୟକ୍ତି। ସେ ଡାଇବେଟିସ ମେଲିଟିସ ରୋଗରେ ପୀଡିତ ଥିଲେ। ଅନ୍ୟପଟେ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳିରେ ତମ୍ବୁ ଲଗାଇବା ନେଇ କଟକଣା ଜାରି କଲା ପ୍ରଶାସନ

ପଟ୍ଟାଙ୍ଗି୨୯।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ରହିଛି ଦେଓମାଳି ପର୍ଯ୍ୟଟନ ସ୍ଥଳ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ରହିବାର ଏବଂ...

ଲଘୁଚାପ ବର୍ଷା ବଢାଇଲା ଚାଷୀଙ୍କ ଚିନ୍ତା

ଧରାକୋଟ,୨୯ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଲଘୁଚାପ ଜନିତ ବର୍ଷା ଚାଷୀଙ୍କୁ ଚିନ୍ତାରେ ପକାଇଛି। ଗଞ୍ଜାମ ଜିଲାରେ ଶୁକ୍ରବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହି ପୂର୍ବାହ୍ନ ୧୦ଟାରୁ ବର୍ଷା...

ବସିଥିଲେ ମୋଦି, ଏ କ’ଣ କହିଦେଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୨୯।୧୧: ବିିମାନବନ୍ଦରରୁ ସିଧା ସଭାସ୍ଥଳରେ ପହଞ୍ଚିଥିଲେ ମୋଦି । ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି ମଞ୍ଚ ଉପରକୁ ମୋଦିଙ୍କୁ ସ୍ବାଗତ କରିଥିଲେ ।...

ନିର୍ବାଚନ ପରେ ସବୁଠୁ ବଡ଼ ଆଟାକ୍‌ କଲେ ମୋଦି! ବିରୋଧୀ ଛାନିଆ…

ଭୁବନେଶ୍ୱର,୨୯।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ...

ବିଦ୍ୟାଳୟ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍‌

ବାଲିଗୁଡ଼ା,୨୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍‌ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ...

ଓଡ଼ିଆରେ ଏତେ ବଡ଼କଥା କହିଦେଲେ ମୋଦି

ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ସମ୍ବୋଦନ...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ କରାଗଲା ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୯ା୧୧: ଶୁକ୍ରବାର ଅପରାହ୍ନରେ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ...

ହୋଟେଲ ମାଲିକଙ୍କୁ ବିଚ୍‌ ରାସ୍ତାରେ ଗୋଡାଇ ଗୋଡ଼ାଇ ହାଣିଲେ

ବାଲେଶ୍ବର,୨୯।୧୧: ବାଲେଶ୍ବର ସରସ୍ବତୀପୁର ସମଲପୁର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୬ରୁ ୭ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଜଣେ ହୋଟେଲ ମାଲିକଙ୍କୁ ବିଚ୍‌ ରାସ୍ତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri