ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏ ନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ କଳାହାଣ୍ଡି ଜିଲାର ୬୪ ବର୍ଷିୟ ମହିଳା। ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।