ଜବତ ହେଲା୧ କେଜି ୨୨୭ ଗ୍ରାମ ବ୍ରାଉନ୍‌ ସୁଗାର, ମାଷ୍ଟ ୱାଣ୍ଟେଡ ଶିବୁ ଗିରଫ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି। କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ ମୋଷ୍ଟ ୱାଣ୍ଟେଡ ଅପରାଧୀ ଶିବୁ ଓରଫ ଶିବ ପ୍ରସାଦ ଦାସ। ୧୬ ନଂ. ଜାତୀୟ ରାଜପଥ ପାହଳ ନିକଟରୁ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ଶିବଙ୍କଠାରୁ ୧ କେଜି ୨୨୭ ଗ୍ରାମ ବ୍ରାଉନ୍‌ ସୁଗାର ଜବତ କରିଥିଲା। ଏହା ସହ ଏକ ଦାମୀ ବାଇକ ମଧ୍ୟ ଜବତ ହୋଇଛି। ଜବତ ବ୍ରାଉନ୍‌ ସୁଗାର ଆନୁମାନିକ ମୂଲ୍ୟ ୧ କୋଟି ୨୦ ଲକ୍ଷ ଟଙ୍କା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି

ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି...

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି...

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି...

ବିଜେଡି କର୍ପୋରେଟରଙ୍କୁ ନବୀନଙ୍କ ଡାକରା, ସମାଧାନ ହେବ କି ଗୋଷ୍ଠୀକନ୍ଦଳ

ବ୍ରହ୍ମପୁର,୧୮ା୧୨(ସ୍ମୃତିରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ବିଜେଡି କର୍ପୋରେଟର ଏବଂ ମେୟର ଓ ଡେପୁଟି ମେୟରଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ୱର ନବୀନ...

ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ...

ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଏମିତି କହିଲେ କେଭି ସିଂହଦେଓ

ଭୁବନେଶ୍ୱର୧୮।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନେବା କଥା ନିଆଯାଇଛି। ତାଙ୍କୁ ସମନ...

‘ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା’

ଭୁବନେଶ୍ୱର,୧୮ା୧୨: ଖୁବ୍‌ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍‌। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨ ମାସରେ ସରିବ ଆବାସ ସର୍ଭେ, ସମସ୍ତଙ୍କୁ ମିଳିବ…

ଭୁବନେଶ୍ୱର,୧୮ା୧୨: ଦୁଇମାସରେ ଆବାସ ସର୍ଭେ ସରିବ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri