ତୁର୍କୀରେ ଫସିଛନ୍ତି ୧୦ ଭାରତୀୟ

ନୂଆଦିଲ୍ଲୀ,୮ା୨: ତୁର୍କୀରେ ହୋଇଥିବା ଭୂକମ୍ପ ଜନିତ ମୃତ୍ୟୁସଂଖ୍ୟା ବୁଧବାର ୧୧୦୦୦ ଟପିଥିବା ବେଳେ ବିପର୍ଯ୍ୟୟ ପ୍ରଭାବିତ ଦେଶକୁ ସାହାଯ୍ୟ କରିବା ପାଇଁ ଭାରତ ବିପୁଳ ପରିମାଣର ରିଲିଫ ସାମଗ୍ରୀ ପଠାଇଛି। ଏହି ସମୟରେ, ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ୧୦ ଭାରତୀୟ ମଧ୍ୟ ଦେଶର ଦୁର୍ଗମ ଅଞ୍ଚଳରେ ଫସି ରହିଛନ୍ତ। କିନ୍ତୁ ସେମାନେ ନିରାପଦରେ ଅଛନ୍ତି। ଏହା ସହିତ ଜଣେ ଭାରତୀୟ ନାଗରିକ ନିଖୋଜ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ନାଲିଆଖି ଦେଖାଇଲେ ଟ୍ରୁଡୋ: ଇସାରାରେ କହିଦେଲେ ଏମତି…

ଓଟାଓ୍ବା,୧।୧:ସମଗ୍ର ବିଶ୍ୱରେ ନୂଆ ବର୍ଷ ପାଳନ କରାଯାଉଛି। କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ମଧ୍ୟ ଦେଶର ନାଗରିକମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ତେବେ ଟ୍ରୁଡୋ...

ନୂଆବର୍ଷରେ ଧମକ ଦେଲା ଚାଇନା:ଆମକୁ କେହି…

ବେଜିଂ,୧।୧: ସମଗ୍ର ବିଶ୍ୱରେ ନୂତନ ବର୍ଷ ଉତ୍ସବରେ ସମସ୍ତେ ଶାନ୍ତି ପାଇଁ ପ୍ରାର୍ଥନା କରୁଥିବାବେଳେ ଚାଇନା ନୂଆବର୍ଷରେ ଧମକ ଦେବା ବନ୍ଦ କରୁନାହିଁ। ଚାଇନାର ରାଷ୍ଟ୍ରପତି...

ନୂଆବର୍ଷ ଆରମ୍ଭରୁ ଆଶ୍ବସ୍ତିକର ଖବର: କମିଲା ଏଲପିଜି ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୧: ନୂଆ ବର୍ଷ ଆରମ୍ଭରୁ ସରକାର ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ହାର ହ୍ରାସ...

ଫୋକସ୍‌ରେ ବିମାନବନ୍ଦର ଏମ୍‌ବାଙ୍କମେଣ୍ଟ

ସିଓଲ,୧ା୧: ଦକ୍ଷିଣ କୋରିଆ ଜେଜୁ ଏୟାରର ବୋଇଂ ୭୩୭-୮୦୦ ବିମାନ ଦୁର୍ଘଟଣାରେ ସମସ୍ତ ୧୭୫ ଯାତ୍ରୀ ଏବଂ ୪ ଜଣ କ୍ରିଉ ସଦସ୍ୟଙ୍କ ମୃତ୍ୟୁ ଘଟିଥିଲା।...

ପାକିସ୍ତାନରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭଗତ ସିଂ ଗ୍ୟାଲେରି

ଲାହୋର, ୧।୧: ପାକିସ୍ତାନର ରାଓ୍ବଲପିଣ୍ଡିସ୍ଥିତ ଐତିହାସିକ ପୁଞ୍ଛ୍‌ ହାଉସରେ ଥିବା ଭଗତ ସିଂହ ଗ୍ୟାଲେରିକୁ ପର୍ଯ୍ୟଟକଙ୍କ ପାଇଁ ଖୋଲି ଦିଆଯାଇଛି। ଏଥିପାଇଁ ପାକିସ୍ତାନର ପଞ୍ଜାବ ସରକାର...

ମହାକାଶରେ ୧୬ ଥର ନବବର୍ଷ ପାଳିବେ ସୁନୀତା

ଓ୍ବାଶିଂଟନ, ୧।୧:ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଓ ‘ଏକ୍ସପେଡିଶନ ୭୨’ ମିଶନର କ୍ରିଉ ସଦସ୍ୟମାନେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର(ଆଇଏସ୍‌ଏସ୍‌)ରେ ୧୬ଥର ନୂଆବର୍ଷ ପାଳନ...

ୟେମେନ୍‌ରେ କେରଳ ନର୍ସଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ,୧ା୧: ହତ୍ୟା ଅଭିଯୋଗରେ ୟେମେନ୍‌ରେ ମୃତ୍ୟୁ ଦଣ୍ଡାଦେଶର ସମ୍ମୁଖୀନ ହୋଇଥିବା ଜଣେ ଭାରତୀୟ ନର୍ସଙ୍କୁ ଏହି ଦଣ୍ଡରୁ ମୁକୁଳାଇବା ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ...

୮୦୦ କୋଟି ଟପିଲା ଜନସଂଖ୍ୟା, ଭାରତରେ ସର୍ବାଧିକ ୧୪୧ କୋଟି

ଓ୍ବାଶିଂଟନ, ୩୧।୧୨: ୨୦୨୫ ଜାନୁଆରୀ ୧ ସୁଦ୍ଧା ବିଶ୍ୱର ଜନସଂଖ୍ୟା ୮୦୯ କୋଟିରେ ପହଞ୍ଚିଛି। ଆମେରିକାର ଜନଗଣନା ବ୍ୟୁରୋ(ୟୁଏସ୍‌ସିବି) ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଥିବା ଏକ ରିପୋର୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri