୧୦ କେଜି ଗଞ୍ଜେଇ, ୧୨୦ ଲିଟର ମଦ ଜବତ

ଭଞ୍ଜନଗର,୪ା୪(ବାବୁଲା ପ୍ରଧାନ): ଭଞ୍ଜନଗର ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ମୁଜାଗଡ ରାସ୍ତାରେ ପାଟ୍ରୋଲିଂ ଚାଲିଥିବା ବେଳେ ଜଣେ ବାଇକ ଚାଳକଙ୍କୁ ସନ୍ଦେହରେ ଅଟକାଇ ପଚରାଉଚରା କରିବାରୁ ସେ ଗଞ୍ଜେଇ ଚାଲାଣ କରୁଥିବା ଜଣାପଡିଥିଲା। ତାଙ୍କଠାରୁ ୧୦ କେଜି ଗଞ୍ଜେଇ ଓ ବାଇକ ଜବତ ସହ ଗିରଫ କରାଯାଇଛି। ସେ ହେଲେ ଟିକାବାଲି ଥାନା ଅଞ୍ଚଳର ମନୋଜ କହଁର। ମନୋଜଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି। ସେହିଭଳି ମୁଜାଗଡ଼ରୁ ୨ ଜଣଙ୍କୁ ଚୋରା ମଦ କାରବାର ଅଭିଯୋଗରେ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୧୨୦ ଲିଟର ଦେଶୀ ମଦ ସହ ଗୋଟିଏ ବାଇକ ଜବତ କରାଯାଇଛି। ଓଆଇସି ଅଲିଭା ମାଝୀ ଚଢ଼ାଉର ନେତୃତ୍ୱ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ...

ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ...

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image