୧୦ରୁ ସାମୁହିକ ଔଷଧ ସେବନ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ଫାଇଲେରିଆ ନିରାକରଣ ପାଇଁ ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରୁପମା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗର ସହନିର୍ଦ୍ଦେଶକ ଡା. ଶୁଭାଶିଷ ମହାନ୍ତି, ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସାଧୁଚରଣ ଦାଶଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଆସନ୍ତା ୧୦ତାରିଖରୁ ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ରହିଛି ଏବଂ ଏହା ଚଳିତମାସ ୧୯ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୈଠକରେ ବିଭାଗୀୟ ଅଧିକାରୀମାନେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri