ସୋନାକ୍ଷୀଙ୍କ ବିବାହ ଭୋଜିରେ ଯୋଗ ଦେବେ ୧୦୦୦ ଅତିଥି, ରାତିସାରା ଚାଲିବ ପାର୍ଟି

ମୁମ୍ବାଇ: ସୋନାକ୍ଷୀ ସିହ୍ନା ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ୭ ବର୍ଷର ବନ୍ଧୁତା ପ୍ରେମରେ ପରିଣତ ହୋଇ ବିବାହରେ ପହଞ୍ଚିଛି। ସୋନାକ୍ଷୀ ଜାହିର ଇକ୍‌ଓ୍ବାଲଙ୍କୁ ବିବାହ କରିବେ। ସୋନାକ୍ଷୀ ଏବଂ ଜାହିର ଶନିବାର ସେମାନଙ୍କର ଘନିଷ୍ଠ ବନ୍ଧୁ ଏବଂ ସମ୍ପର୍କୀୟଙ୍କ ସାମ୍ନାରେ ରେଜିଷ୍ଟେଡ୍‌ ମ୍ୟାରେଜ କରିବାକୁ ଯାଉଛନ୍ତି। ଉଭୟଙ୍କ ଏହି ବିଶେଷ ଦିନକୁ ଅଧିକ ସ୍ବତନ୍ତ୍ର କରିବା ପାଇଁ ସମ୍ପର୍କୀୟ ଏବଂ ଅତିଥିମାନେ ମଧ୍ୟ ଆସିବା ଆରମ୍ଭ କରିଛନ୍ତି।ରେଜିଷ୍ଟେଡ୍‌ ମ୍ୟାରେଜ ପରେ ଆଜି ସନ୍ଧ୍ୟାରେ ଏକ ବିବାହ ପାର୍ଟି ହେବାକୁ ଯାଉଛି, ଯେଉଁଥିରେ ୧୦୦୦ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି।

 

View this post on Instagram

 

A post shared by Viral Bhayani (@viralbhayani)

ସୋନାକ୍ଷୀ ଏବଂ ଜାହିରଙ୍କ ଏହି ଖୁସିରେ ଉଭୟ ପରିବାର ଏବଂ ସାଙ୍ଗମାନେ ସେମାନଙ୍କ ସହିତ ଅଛନ୍ତି। ବର୍ତ୍ତମାନ ଏହି ବିବାହ ସମ୍ବନ୍ଧୀୟ ଭିଡିଓ ସାମ୍ନାକୁ ଆସିଛି। ଯାହା ପ୍ରଶଂସକଙ୍କ ଉତ୍ସାହକୁ ଆହୁରି ବଢାଉଛି। ଆଜି ସନ୍ଧ୍ୟରେ ଆୟୋଜିତ ହେବାକୁ ଥିବା ରିସେପ୍ସନ ପାର୍ଟିରେ ଡିଜେ ଗଣେଶ ଅଭିନୟ କରିବାକୁ ଯାଉଛନ୍ତି। ସେ ଏହି ପାର୍ଟି ସହ ଜଡ଼ିତ ସୂଚନା ଶେୟାର କରିଛନ୍ତି।

ଷ୍ଟାର ଦମ୍ପତିଙ୍କୁ ଆଶୀର୍ବାଦ ଦେବା ପାଇଁ ଏହି ପାର୍ଟିକୁ ଫିଲ୍ମ ଇଣ୍ଡଷ୍ଟ୍ରିର ବଡ଼ ବଡ଼ ଷ୍ଟାର ଏବଂ ସେଲିବ୍ରିଟି ଆସୁଛନ୍ତି। ରାତିସାରା ପାର୍ଟି ଚାଲିବ। ଏହି ପାର୍ଟି ଆଜି ବେଶ୍‌ ସ୍ବତନ୍ତ୍ର ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଖଣ୍ଡାଳବନ୍ଧ ଗାଁ ନିକଟ ମୁଖ୍ୟରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ୍ୟୁ ଘଟିଛି। ସେ...

ଦଣ୍ଡନାଚରେ କଥା କଟାକଟିରୁ ସଂଘର୍ଷ: ୨ ଗୁରୁତର

ହିଞ୍ଜିଳିକାଟୁ, ୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଗ୍ରାମରେ ଦଣ୍ଡନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ...

୭ ବର୍ଷ ପରେ IPL’ରେ ଅର୍ଦ୍ଧଶତକ ହାସଲ କଲେ ଇଣ୍ଡିଆ ଷ୍ଟାର, ଇଣ୍ଟରନେଟରେ ଛାଇଗଲେ

ନୂଆଦିଲ୍ଲୀ,୧୩ା୪: କରୁଣ ନାୟାର ସାତ ବର୍ଷ ମଧ୍ୟରେ ତାଙ୍କର ପ୍ରଥମ ଆଇପିଏଲ ଅର୍ଦ୍ଧଶତକ ହାସଲ କରିଛନ୍ତି।ଯେଉଁଥିରେ ସେ ଜସପ୍ରିତ ବୁମରାହଙ୍କ ଭଳି ବୋଲରଙ୍କୁ ଗଳି କ୍ରିକେଟ...

ହକି ଚାମ୍ପିୟନଶିପ୍‌: ମଧ୍ୟପ୍ରଦେଶ-ପଞ୍ଜାବ ଫାଇନାଲ

ଝାନ୍ସି,୧୩ା୪: ମଧ୍ୟପ୍ରଦେଶ ଓ ପଞ୍ଜାବ ନିଜ ନିଜର ସେମିଫାଇନାଲ ମ୍ୟାଚରେ ଯଥାକ୍ରମେ ମଣିପୁର ଓ ଉତ୍ତର ପ୍ରଦେଶକୁ ପରାସ୍ତକରି ରବିବାର ଜାତୀୟ ହକି ଚାମ୍ପିୟନଶିପ୍‌ ଫାଇନାଲରେ...

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image