Posted inଜାତୀୟ

ସେନାରୁ ବାହାର ହେବେ ୧ ଲକ୍ଷ କର୍ମଚାରୀ: ସେନାଧ୍ୟକ୍ଷ ଦେଲେ ସୂଚନା…

ନୂଆଦିଲ୍ଲୀ,୧୧।୧ : ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଗୁରୁବାର ଦିନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ୨୦୨୭ ସୁଦ୍ଧା ସେନାରେ ଅପ୍ଟିମାଇଜେଶନ ପ୍ରକ୍ରିୟା ଶେଷ ହେବ। ଯାହା ପରେ ସେନାରେ ପ୍ରାୟ ଏକ ଲକ୍ଷ କର୍ମଚାରର ବାହାର ହେବେ। ଗଣମାଧ୍ୟମକୁ ଏକ ବିବୃତ୍ତି ଦେବାବେଳେ ସେନା ମୁଖ୍ୟ କହିଛନ୍ତି ଯେ ଚାଇନା ଏଲଏସି ଉତ୍ତର ସୀମାରେ ସ୍ଥିତି ସ୍ଥିର ରହିଛି, ତଥାପି ଆମେ ବିଶ୍ୱାସ କରୁ ଏହି ପ୍ରସଙ୍ଗ ସମ୍ବେଦନଶୀଳ ଏବଂ ସେନା ଏହା ଉପରେ ତୀକ୍ଷ୍ଣ ନଜର ରଖିଛି। ସେନା ଭିତରେ ପଶୁ ପରିବହନ ହ୍ରାସ ପାଇଛି, ବର୍ତ୍ତମାନ ଏହାକୁ ଡ୍ରୋନ ଦ୍ୱାରା ବଦଳାଯାଇଛି। ଅଗ୍ନିବୀର ଯୋଜନା ଅନ୍ତର୍ଗତ ଦୁଇଟି ବ୍ୟାଚ ଅଗ୍ନିବୀର ଫିଲ୍ଡରେ ନିୟୋଜିତ ହୋଇଛନ୍ତି।

ଚଳିତ ବର୍ଷ ଜାନୁଆରୀ ୧୫ରେ ଲକ୍ଷ୍ନୌରେ ପ୍ରଥମ ଥର ପାଇଁ ୭୬ ତମ ସେନା ଦିବସ ପରେଡ ଆୟୋଜିତ ହେବ। କିନ୍ତୁ ଏହା ପୂର୍ବରୁ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସମସ୍ତ କାର୍ଯ୍ୟକ୍ରମ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଜାନୁଆରୀ ୧୪ ରେ ଏକ ସାମରିକ ବ୍ୟାଣ୍ଡ କନ୍ସର୍ଟ ହେବ ବୋଲି ସେ କହିଛନ୍ତି। ଏହି ଅବଧି ମଧ୍ୟରେ ଆର୍ମି ଡେ ପ୍ୟାରେଡ ଏବଂ ଶୌର୍ଯ୍ୟ ସନ୍ଧ୍ୟା କାର୍ଯ୍ୟକ୍ରମର ରିହର୍ସାଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ...

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୬।୧ : ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା...

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ...

ଜେଲ୍‌ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା

ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍‌ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ...

୫୦ ଫୁଟ ଉପରକୁ ଉଡ଼ିଲା ସେନା ଗାଡ଼ି: ଗଛଡାଳରେ ଲାଗିଛି ଗାଡ଼ି ଯନ୍ତ୍ରାଂଶ

ରାୟପୁର,୬।୧: ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଏକ ଗାଡ଼ିକୁ ଉଡ଼ା ଦେଇଛନ୍ତି। ବିସ୍ଫୋରଣରେ ୯ଜଣ...

ଭାରତରେ HMPV ମାମଲା ଚିହ୍ନଟ: ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ସରକାର

ନୂଆଦିଲ୍ଲୀ,୬।୧: ଚାଇନାରେ HMPV ମାମଲା ଭାରତରେ ୩ ଜଣଙ୍କ ଦେହରେ ଚିହ୍ନଟ ହୋଇଛି। HMPV ଭୂତାଣୁ କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ମାମଲା ସାମ୍ନାକୁ...

ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ

ରାୟପୁର/ମାଲକାନଗିର,୬।୧(ଦୁର୍ଯ୍ୟୋଧନ ପାତ୍ର): କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇ ଉଠିଛନ୍ତି। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର...

କାନ୍ଦିପକାଇଲେ ମୁଖ୍ୟମନ୍ତ୍ରୀ: ଭୋଟ ପାଇଁ ମୋ ବାପାଙ୍କୁ…

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଭାବପ୍ରବଣ ହୋଇପଡିଛନ୍ତି। ରମେଶ ବିଧୁରୀଙ୍କ ବକ୍ତବ୍ୟର ଜବାବ ଦେଇ ସେ କହିଛନ୍ତି, ମୋ ବାପା ଜଣେ ଶିକ୍ଷକ। ସେ ଏତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri