ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବ ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ, ଘୋଷଣା କଲେ ସରକାର

ଭୁବନେଶ୍ୱର,୨୧।୧୨: ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବାକୁ ଯାଉଛି ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାରମ୍ଭିକ ପଦ୍ଧତି ଆରମ୍ଭ ହୋଇଛି। ୨୩ ଗୋଟି ଭିନ୍ନ ଭିନ୍ନ ବିଷୟ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ଏହି ନିଯୁକ୍ତି ଦିଆଯିବ।

ପୂର୍ବରୁ ୫୦ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟରୁ ଉନ୍ନୀତ ହୋଇଥିବା ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ନିଯୁକ୍ତି କରାଯିବ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଏହି ଚୟନ ଶେଷ ହେବା ପରେ ଉଚ୍ଚ ଶିକ୍ଷା ବିଭାଗରୁ ଆସି ଶିକ୍ଷାଦାନ କରୁଥିବା ଅତିଥି ଅଧ୍ୟାପକମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗକୁ ଫେରାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍‌ ଓଭରବ୍ରିଜ୍‌

ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି...

ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ

ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ...

ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା...

ମଧ୍ୟାହ୍ନଭୋଜନରେ ପୋକ, ଘରକୁ ଫେରିଲେ ଛାତ୍ରୀଛାତ୍ର

କଣାସ/ସାକ୍ଷୀଗୋପାଳ,୨୨।୧୧ (ବିଭୂତି ଭୂଷଣ ତ୍ରିପାଠୀ/ଭରତ ରାଉତ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି।...

୨୦୨୧: ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିଲେ ଆଦାନୀ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୧୧(ରଏଟର୍ସ/ପି.ଟି.): ୨୦୨୧ରେ ଆଦାନୀ ଗ୍ରୁପ୍‌ ସ୍ଥାନୀୟସ୍ତରରେ ସୋଲାର ସେଲ୍‌ ଏବଂ ମୋଡ୍ୟୁଲାର ପ୍ଲାଣ୍ଟଗୁଡ଼ିକୁ ବ୍ୟବହାରକରି ଉତ୍ପାଦିତ ୮,୦୦୦ ମେଗାଓ୍ବାଟ୍‌ (୮ ଜିଡବ୍ଳ୍ୟୁ) ବିଦ୍ୟୁତ୍‌ ଶକ୍ତି ଭାରତର...

ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍‌ ଥିଲେ ଆସିବନି ଟଙ୍କା, ଏମିତି କରିବାକୁ ଅପିଲ୍ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୧: ରାଜ୍ୟ ସରକାରଙ୍କର ସୁଭଦ୍ରା ଯୋଜନାରେ ଆସନ୍ତା ଡିସେମ୍ବର ମାସ ପହିଲା ସୁଦ୍ଧା ୧ କୋଟି ମହିଳା ହିତାଧିକାରୀ ଆର୍ଥିକ ସହାୟତା ପାଇଥିବେ ବୋଲି ଉପମୁଖ୍ୟମନ୍ତ୍ରୀ...

ବିଷ ପିଇ ଦେଲେ ଦୁଇ ଭଉଣୀ: ଜଣେ ମୃତ, ଜଣେ ଗୁରୁତର

ବୌଦ୍ଧ ୨୧ା୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ଥାନା ଅଧୀନ ମହାଲିକପଡ଼ା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ବିଷ ପିଇ...

ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ

କଟକ,୨୧।୧୧: ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ସରକାରୀ ଜମି ଜବର ଦଖଲ କରି ଗଢି ଉଠିଥିବା ଆଶ୍ରମକୁ ଭାଙ୍ଗିବାକୁ ଗୁରୁବାର ଅପରାହ୍ନରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri