Posted inରାଜ୍ୟ

ସୁସ୍ଥ ହେଲେ ୧୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୪।୨ : ଓଡ଼ିଶାରେ ରବିବାର ୧୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୬ ଜଣ, ବରଗଡ଼ରୁ ୧୨, ଝାରୁସୁଗୁଡ଼ାରୁ ୧୧, ଅନୁଗୁଳରୁ ୧୦, ସମ୍ବଲପୁରରୁ ୬, ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୫ , ଯାଜପୁର, ପୁରୀ ଓ ରାୟାଗଡ଼ାରୁ ୩, ବାଲେଶ୍ୱର, ବଲାଙ୍ଗୀର, କଳାହାଣ୍ଡି ଓ କେନ୍ଦୁଝରରୁ ୨, ଦେଓଗଡ଼, ଗଞ୍ଜାମ ଓ କେନ୍ଦ୍ରାପଡ଼ାରୁ ଜଣେ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮, ୨୫ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧୫ା୧୧(ଅନିଲ ଦାସ)- ଚଳିତ ନଭେମ୍ବର ୧୮ (ସୋମବାର) ଏବଂ ୨୫ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏହି ଦିନଗୁଡ଼ିକରେ ଭୁବନେଶ୍ୱରସ୍ଥିତ...

ଭୁବନେଶ୍ୱରରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର,୧୪ା୧୧: ରାଜ୍ୟକୁ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବାକୁ ସରକାର ନୂଆ ପଦକ୍ଷେପ ନେଉଛନ୍ତି। ରାଜଧାନୀ ଭୁବନେଶ୍ୱରରୁ ଦେଶର ଅନେକ ସହରକୁ ବିମାନ ସେବା ମିଳୁଥିଲା ବେଳେ...

ଥରାଇବ ଶୀତ

ଭୁବନେଶ୍ୱର,୧୪ା୧୧(ଅନୁରାଧା ମହାରଣା)- ରାଜ୍ୟରେ ବର୍ତ୍ତମାନ କୌରସି ନିର୍ଦ୍ଧିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନାହିଁ। ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ...

ନଭେମ୍ବର ୧୮, ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୫ା୧୧: ଆସନ୍ତା ନଭେମ୍ବର ୧୮ ତାରିଖ ଏବଂ ନଭେମ୍ବର ୨୫ ତାରିଖ ଉଭୟ ସୋମବାରରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ...

ଧାନ କିଣାକୁ ନେଇ ଦ୍ୱନ୍ଦ…

ସୋନପୁର,୧୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ଖରିଫ ଧାନ କିଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ପଷ୍ଟ ସୂଚନା ନାହିଁ l ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଓ...

ଆଦିବାସୀ ପିଲାମାନଙ୍କ ଶିକ୍ଷା, ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୧୫ା୧୧: ଜନତା ମଇଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ସମାରୋହ ପାଳନରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ: ଡଙ୍ଗା ପାଇଁ ଗଲା ଏକାବେଳେ ୫ ଜଣଙ୍କ ଜୀବନ

ଭୁବନେଶ୍ୱର, ୧୫।୧୧: କାର୍ତ୍ତିକ ପୂର୍ଣ୍ଣିମାରେ ଭସା ଯାଇଥିବା ଡଙ୍ଗା ଆଣିବାକୁ ଯାଇ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜ୍ୟର ବିଭିନ୍ନ...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri