ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୦୫୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୭,୩୪୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୮୦ ଏବଂ ସମ୍ବଲପୁରରୁ ୧୬୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ମୟୂରଭଞ୍ଜରୁ ୮୪, କଟକ ୮୧, ଯାଜପୁର ୩୪, ବାଲେଶ୍ୱର ୨୫, ନୂଆପଡ଼ା ୨୨, କଳାହାଣ୍ଡି ୨୦, ସୋନପୁର ୧୮, ବଲାଙ୍ଗୀର ୧୭, ବରଗଡ଼ ୧୫, ନୟାଗଡ଼ ୧୩, ପୁରୀ ୧୩, ଭଦ୍ରକ ୧୦, ଜଗତସିଂହପୁର ୧୦, ଗଜପତି ୬, ରାୟଗଡ଼ା ୬, ଅନୁଗୋଳ ୫, କେନ୍ଦ୍ରାପଡ଼ା ୫, କୋରାପୁଟ ୫, ଦେବଗଡ଼ ୪, ନବରଙ୍ଗପୁର ୪, ଗଞ୍ଜାମ ଏବଂ କେନ୍ଦୁଝରରୁ ୩ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୪୨।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ...

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର...

ଭିଜିଲାନ୍ସ ଟିମ୍‌ ଆସିବା ଦେଖି ଡରିଗଲେ ଡିଜିଏମ, ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା

ଭୁବନେଶ୍ୱର,୧୮।୧୧: ସୋମବାର ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।...

ଶେଷରେ କ୍ଷମା ମାଗିଲେ ମନୋଜ ମିଶ୍ର, କହିଲେ…

ଭୁବନେଶ୍ୱର,୧୮।୧୧: ପ୍ରାୟ ସବୁବେଳେ ବିବାଦକୁ ଆସୁଥିବା ମନୋଜ ମିଶ୍ର ଶେଷରେ ମୁହଁ ଖୋଲି କ୍ଷମା ମାଗିଛନ୍ତି। ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ...

ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ପୁଣି ଦୁର୍ଗନ୍ଧ

ଭୁବନେଶ୍ୱର,୧୮ା୧୧(ଅନିଲ ଦାସ): ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଛି। ସରକାର ବଦଳିଛି ହେଲେ ସହରର ବର୍ଜ୍ୟ...

ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା

ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ...

ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍‌

ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର...

ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୮ା୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri