Posted inରାଜ୍ୟ

ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୨: ଓଡ଼ିଶାରେ ରବିବାର ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮, ସୁନ୍ଦରଗଡ଼ରୁ ୯, ଅନୁଗୁଳ ଓ ପୁରୀରୁ ୮, ଯାଜପୁର ଓ ନୂଆପଡ଼ାରୁ ୭, ଝାରୁସୁଗୁଡ଼ା ଓ ରାୟଗଡ଼ାରୁ ୫, ବାଲେଶ୍ୱର, କଟକ, ଦେଓଗଡ଼ ଓ କେନ୍ଦ୍ରାପଡ଼ାରୁ ୪, ଭଦ୍ରକ, ବାଲଙ୍ଗୀର ଓ ଗଞ୍ଜାମରୁ ୩, ବରଗଡ଼, ମାଲଙ୍କାନଗିରି, ମୟୁରଭଞ୍ଜ ଓ ସୋନପୁରରୁ ୨, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri