ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୩,୯୫୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୭୫ ଏବଂ କଟକରୁ ୧୦୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ସୋନପୁରରୁ ୪୨, ନୟାଗଡ଼ ୩୩, ପୁରୀ ୨୪, ଝାରସୁଗୁଡ଼ା ୧୮, ଜଗତସିଂହପୁର ୧୩, ଯାଜପୁର ୧୩, କେନ୍ଦ୍ରାପଡ଼ା ୧୩, ବାଲେଶ୍ୱର ୧୨, ରାୟଗଡ଼ା ୧୨, ବଲାଙ୍ଗୀର ୧୧, କେନ୍ଦୁଝର ୧୦, ନବରଙ୍ଗପୁର ୧୦, କଳାହାଣ୍ଡି ୯, କନ୍ଧମାଳ ୯, କୋରାପୁଟ ୯, ଅନୁଗୋଳ ୪, ଦେବଗଡ଼ ୩, ଗଜପତି ୩, ଗଞ୍ଜାମରୁ ୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୭୦।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri