ଟ୍ରକ୍‌ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ୨ ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଶିଶୁଭବନରେ ରୋଗୀ ଛାଡ଼ି ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଛି।

Share