ଦୁଇଦିନରେ ସରିବ ଖାତା ଦେଖା; ଜାଣନ୍ତୁ କେଉଁଦିନ ବାହାରିବ ମାଟ୍ରିକ୍ ରେଜଲ୍ଟ

କଟକ, ୮।୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ। ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ”ଚଳିତବର୍ଷ AI ଏବଂ QR କୋରଡ଼ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କିଛି ଅସୁବିଧା ହେବନି ବୋଲି କହିଛନ୍ତି। ଗ୍ରେସ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବ।”

ଚଳିତବର୍ଷ ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ମୋଟ ୩୧୪ଟି ନୋଡାଲ୍ କେନ୍ଦ୍ର ସ୍ଥାପନ ହୋଇଥିଲା। କଡ଼ା ଚେକିଂ ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସି ଟିଭି କ୍ୟାମେରା ଲଗାଯିବା ସହିତ ପରୀକ୍ଷା କେନ୍ଦ୍ର ଏବଂ ନୋଡାଲ ସେଣ୍ଟରଗୁଡ଼ିକରେ କୃତ୍ରିମ ବୁଦ୍ଧିମତ୍ତା (AI) କ୍ୟାମେରା ଲଗାଯାଇଥିଲା।

କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ୱାଡ୍ ଗଠନ ହୋଇଥିଲା। ଲାଇଭ୍ ଷ୍ଟ୍ରିମିଂ ମାଧ୍ୟମରେ ରିଅଲ୍-ଟାଇମ୍ କାର୍ଯ୍ୟାବଳୀ ତଦାରଖ କରିବା ପାଇଁ ବୋର୍ଡ ମୁଖ୍ୟାଳୟରେ ଏକ ନିୟନ୍ତ୍ରଣ କକ୍ଷ ପ୍ରତିଷ୍ଠା କରାଯିବ। ବୋର୍ଡ ଅଧିକାରୀମାନେ ନିୟନ୍ତ୍ରଣ କକ୍ଷରୁ ପରୀକ୍ଷା କାର୍ଯ୍ୟ ତଦାରଖ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା...

ବିଜୁ ପ୍ରତିମୂର୍ତ୍ତି ପୋଡ଼ିବା ପରେ ତାତିଲା ବିଜେଡି : ଦେବୀ, ଅରୁଣ, ପ୍ରତାପ କହିଲେ…

ଭୁବନେଶ୍ୱର, ୧୫।୪: ପାଟଣାଗଡ଼ରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣାରେ ବିଜେଡିର ବରିଷ୍ଠ ନେତା ପ୍ରେସମିଟ କରିଛନ୍ତି। ବିଜୁ ପ୍ରତିମୂର୍ତ୍ତି ପୋଡିବାକୁ ନିନ୍ଦନୀୟ ବୋଲି କହଛି...

ପ୍ରମିଳା କହିଲେ ଆମ ଦଳରେ ସବୁ ଠିକ୍‌ : ନବୀନଙ୍କ ସପକ୍ଷରେ ସମସ୍ତେ

ଭୁବନେଶ୍ୱର,୧୫।୪: ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡିରେ ଫାଟ ସୃଷ୍ଟି ହୋଇଥିଲା। ପରେ ନେତାଙ୍କ ମେଳି ମଧ୍ୟ ଦେଖିବାକୁ ମିଳିଥିଲା। ତେବେ ଏହି ଘଟଣାକୁ ନେଇ ଆମ...

ପ୍ରତିମୂର୍ତ୍ତି ଜାଳିଥିବା ବ୍ୟକ୍ତି ଚିହ୍ନଟ ପରେ ପ୍ରତିକ୍ରିୟା ରଖିଲେ ହିମାଂଶୁ ଲାଲ…

ପାଟଣାଗଡ଼,୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ଼ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତିରେ...

ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ଉପରେ ସୁଧ ଛାଡ଼

ଭୁବନେଶ୍ୱର, ୧୫।୪(ସୁନିତ ମିଶ୍ର): ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ...

ଭାଜପା ଉପରେ ବର୍ଷିଲେ ପ୍ରମିଳା: କହିଲେ…

ଭୁବନେଶ୍ୱର,୧୫।୪: ଭାଜପା ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଭାଜପା ସରକାର ମହାପୁରୁଷଙ୍କୁ ଉଚିତ୍‌ ସମ୍ମାନ ଦେଉନାହିଁ। ବିଜୁ...

ୱାକଫ୍ ବିଲ୍ ପରେ ୟୁନିଫର୍ମ ସିଭିଲ୍ କୋଡ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାର

ନୂଆଦିଲ୍ଲୀ,୧୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାର ଐତିହାସିକ ୱାକଫ୍ ବିଲ୍ ସଂଶୋଧନ କରିବା ପରେ ଏବେ ଦେଶରେ ଏବେ ୟୁନିଫର୍ମ ସିଭିଲ୍ କୋଡ୍...

ଶିଶୁପୁତ୍ରକୁ ଅପହରଣ ନୁହେଁ ପାଳିବାକୁ ନେଇଥିବା କହିଲେ ଅଭିଯୁକ୍ତ , ହେଲେ କହିଲେନି…

ଭୁବନେଶ୍ୱର,୧୫।୪: ଭୁନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image