Posted inରାଜ୍ୟ

୧୧ ତାରିଖକୁ ବଢିଲା ଯୁକ୍ତ ୨ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର, ୩୧।୮(ବ୍ୟୁରୋ)- ଯୁକ୍ତ୨ ନାମଲେଖା ପାଇଁ ଆବେଦନ କରିବାର ଅବଧି ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ଆବେଦନର ଅବଧିକୁ ରାଜ୍ୟ ସରକାର ଘୁଞ୍ଚାଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ ବୋଲି କୁହାଯାଇଥିଲା। ଏବେ ଆଉ ୭ ଦିନ ବଢ଼ାଇ ଦିଆଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଅର୍ଥାତ ବର୍ତ୍ତମାନ ସାମ୍ସ ପ୍ଲାଟ ଫର୍ମରେ ଯୁକ୍ତ୨ ପାଇଁ ଆବେଦନ କରିବାର ଶେଷ ତାରିଖ ୧୧ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ସେହିଭଳି ଯୁକ୍ତ୨ କଳା ପରୀକ୍ଷା ଫଳାଫଳ ବାବଦରେ ମଧ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଯୁକ୍ତ୨ କଳା ରେଜଲ୍ଟର ଘୋଷଣା ତାରିଖ ସ୍ପଷ୍ଟ ହୋଇଯିବ। ସେପ୍ଟେମ୍ବର ପ୍ରଥମ ସପ୍ତାହରେ ହିଁ ଏହି ଫଳାଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି...

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ...

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା...

ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍‌

ଭୁବନେଶ୍ୱର, ୨୪ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ଗ୍ରୀନ୍‌ ହାଇଡ୍ରୋଜେନ୍‌ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସୋମବାର ତ୍ରିପାକ୍ଷିକ ବୁଝାମଣାପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri