Posted inଜାତୀୟ

୧୧ ଲକ୍ଷ ପିଲା ବାଲ୍ୟବିବାହ କରିବା ଆଶଙ୍କା

ନୂଆଦିଲ୍ଲୀ,୧୧ା୧୦: ୨୦୨୩-୨୪ ବର୍ଷରେ ୧୧.୪ ଲକ୍ଷ ପିଲା ବାଲ୍ୟବିବାହ କରିବା ଆଶଙ୍କା ରହିଥିଲା, ଯେଉଁମାନଙ୍କୁ ନ୍ୟାଶନାଲ କମିଶନ ଫର୍‌ ପ୍ରୋଟେକ୍ସନ ଅଫ୍‌ ଚାଇଲ୍ଡ ରାଇଟ୍ସ (ଏନ୍‌ସିପିସିଆର୍‌) ଚିହ୍ନଟ କରିଥିବା ଗୁରୁବାର କହିଛି। ସେମାନଙ୍କ ବାଲ୍ୟବିବାହକୁ ରୋକିବା ଦିଗରେ ଏନ୍‌ସିପିସିଆର୍‌ ପରିବାର କାଉନ୍‌ସେଲିଂ, ସ୍କୁଲରେ ପୁନଃସାମିଲ କରିବା ଏବଂ ଆଇନ ପ୍ରବର୍ତ୍ତନକାରୀଙ୍କ ସହଯୋଗ ଆଦି ପଦକ୍ଷେପ ନେଇଥିଲା। ଏଥିରେ ବାଲ୍ୟବିବାହ ପ୍ରତିକାର ଅଧିକାରୀ (ସିଏମ୍‌ପିଓ), ଜିଲା କର୍ତ୍ତୃପକ୍ଷ ଏବଂ ଅନ୍ୟ ଷ୍ଟେକ୍‌ହୋଲ୍ଡରମାନେ ସହାୟତା କରିଥିଲେ। ଉତ୍ତରପ୍ରଦେଶରେ ସର୍ବାଧିକ ୫ ଲକ୍ଷ ପିଲା ବାଲ୍ୟବିବାହ କରିବା ଆଶଙ୍କା ରହିଥିବାବେଳେ ଏହା ପଛକୁ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ରହିଛି। ବାଲ୍ୟବିବାହ ରୋକିବା ପାଇଁ ସଚେତନତା ଅଭିଯାନରେ ୧.୨ କୋଟି ଲୋକ ସାମିଲ ହୋଇଥିଲେ। ୟୁପି, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉକ୍ତ ଅଭିଯାନର ନେତୃତ୍ୱ ନେଇଥିଲା। ଜିଲା ଅଧିକାରୀ ଏବଂ ମୁଖ୍ୟ ଷ୍ଟେକ୍‌ହୋଲ୍ଡରମାନଙ୍କ ସହ ଭର୍ଚୁଆଲ ସମୀକ୍ଷା ବୈଠକ ପରେ ଉକ୍ତ ରିପୋର୍ଟ ପ୍ରସ୍ତୁତ ହୋଇଥିବା କମଶନ କହିଛନ୍ତି। ଅଧାରୁ ପାଠପଢ଼ା ଛାଡ଼ୁଥିବା ପିଲାମାନେ ବାଲ୍ୟବିବାହର ଶିକାର ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟାରେ ୧୨ ବିମାନକୁ ଆସିଲାଣି ବୋମା ଧମକ, କଲ୍‌ କରି…

ନୂଆଦିଲ୍ଲୀ,୧୬ା୧୦: ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍‌ ବାରମ୍ବାର ଆସୁଛି। ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍‌ ପରେ ଛନକା...

ଦୀପାବଳି ପୂର୍ବରୁ କୃଷକଙ୍କୁ ସରକାରଙ୍କ ଭେଟି: ଗହମ ସମେତ ଏସବୁ ଫସଲ ଉପରେ ଏମଏସପି ବଢାଇଲେ

ନୂଆଦିଲ୍ଲୀ,୧୬ା୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। ଗୋଟିଏ ପଟେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ...

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି...

କିଏ ସେ ସୁରିନ୍ଦର ଚୌଧୁରୀ? ଯାହାକୁ ଉପମୁଖ୍ୟମନ୍ତ୍ରୀ କଲା ଉମର ସରକାର.. ଭାଜପାର ତୁଙ୍ଗ ନେତାଙ୍କୁ କରିଥିଲେ ପରାଜିତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀରରେ ନୂଆ ସରକାର ଗଠନ ହୋଇଛି। ବୁଧବାର ନ୍ୟାଶନାଲ କନ୍‌ଫରେନ୍ସର ନେତା ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ନୌସେରାରୁ ବିଧାୟକ...

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି...

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି...

ହେଜବୋଲ୍ଲାର ପେଜରଠାରୁ ଅଧିକ ଶକ୍ତିଶାଳୀ ଇଭିଏମ୍‌, କଂଗ୍ରେସର ଦାବିକୁ ନେଇ ଏମିତି କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୬।୧୦: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କଂଗ୍ରେସ ନେତା ରସିଦ ଅଲଭି ମଙ୍ଗଳବାର ବାଲାଟ ପେପର ମାଧ୍ୟମରେ ଭୋଟ ଦେବାକୁ...

ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri