ଭଦ୍ରକରେ ୧୧ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଲା

ଭଦ୍ରକ ଅଫିସ,୧୨ା୭: ରବିବାର ଭଦ୍ରକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଛି। ଚି଼ହ୍ନଟ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ ବୋଲି କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା କୁହାଯାଇଛି।