୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧,୧୭୭ ଆକ୍ରାନ୍ତ; ଅଛନ୍ତି ୧,୦୧୬ ପିଲା

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୧୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୪୭୯ରୁ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୬୯୮ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧,୦୧୬ ଜଣ ପିଲା ରହିଥିବା ନେଇ ରବିବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩,୪୨୪ ଥିବା ବେଳେ ଅନୁଗୋଳରୁ ୧୩୨, ବାଲେଶ୍ୱରରୁ ୩୪୨, ବରଗଡ଼ରୁ ୧୨୩, ଭଦ୍ରକରୁ ୯୨, ବଲାଙ୍ଗୀରରୁ ୩୧୨, ବୌଦ୍ଧରୁ ୭୧, କଟକରୁ ୮୨୯, ଦେଓଗଡ଼ରୁ ୨୫, ଢେଙ୍କାନାଳରୁ ୬୫, ଗଜପତିରୁ ୭୩, ଗଞ୍ଜାମରୁ ୧୦୮, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୭୯, ଝାରସୁଗୁଡ଼ାରୁ ୧୯୩, କଳାହାଣ୍ଡିରୁ ୧୭୩, କନ୍ଧମାଳରୁ ୪୭, କେନ୍ଦ୍ରାପଡ଼ାରୁ ୭୧, କେନ୍ଦୁଝରରୁ ୬୯, କୋରାପୁଟରୁ ୧୫୨, ମାଲକାନଗିରିରୁ ୪୯, ମୟୂରଭଞ୍ଜରୁ ୨୭୬, ନବରଙ୍ଗପୁରରୁ ୧୫୫, ନୟାଗଡ଼ରୁ ୧୫୯, ନୂଆପଡ଼ାରୁ ୭୯, ପୁରୀରୁ ୧୪୧, ରାୟଗଡ଼ାରୁ ୧୮୪, ସମ୍ବଲପୁରରୁ ୩୭୯, ସୋନପୁରରୁ ୨୩୮, ସୁନ୍ଦରଗଡ଼ରୁ ୨୧୩୬ ଏବଂ ଷ୍ଟେଟ୍‌ ପୁଲରୁ ୭୩୭ ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୩୩୯,୧୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…

ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ...

ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୨୭।୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ...

୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…

କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ...

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri