ସପ୍ତାହରେ ଥରେ ପିଅନ୍ତୁ ଛେଳି କ୍ଷୀର ଡେଙ୍ଗୁରୁ ରହିବେ ଦୂରେଇ…

ଛେଳି କ୍ଷୀର ଅନେକ ପୋଷକ ତତ୍ତ୍ୱର ଭରପୁର। ସପ୍ତାହରେ ଥରେ ଛେଳି କ୍ଷୀର ପିଇଲେ ଡେଙ୍ଗୁରୋଗର ହେବାର ଆଶଙ୍କା ନ ଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ କାର୍ବୋହାଇଡ୍ରେଟ୍‌, ପଟାସିୟମ୍‌, କପର, ଜିଙ୍କ୍‌ ଆଦି ପଦାର୍ଥ ରହିଛି। ଏହା ସହିତ ଏଥିରେ ଭିଟାମିନ୍‌ ଏ, ବି , ସି ମଧ୍ୟ ରହିଛି। ଏଥିରେ କ୍ୟାସିନ୍‌ ଏ-୨ ରହିଛି ଯାହାକି ଶରୀରର ପ୍ରତିଷେଧକ ଶକ୍ତି ବୃଦ୍ଧି କରିଥାଏ। ଏହା କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏହା ରକ୍ତହୀନତା ସମସ୍ୟାରୁ ମୁକ୍ତି ଦିଏ ବୋଲି ଆୟର୍ବେଦରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଏହି ୫ ଅଭ୍ୟାସ କରିଦେବ ଘରକୁ ବରବାଦ୍‌,ଜାଣନ୍ତୁ ଏଭଳି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟଙ୍କୁ ଶ୍ରେଷ୍ଠ ବିଦ୍ୱାନ ଭାବେ ଗଣାଯାଏ। ରାଜନୀତିଠାରୁ ଆରମ୍ଭ କରି କୁଟନୀତି ପର୍ଯ୍ୟନ୍ତ ସବୁଥିରେ ସେ ପାରଙ୍ଗମ ଥିଲେ । ଚାଣକ୍ୟ ନିଜର ଅନୁଭବ ଅନୁସାରେ...

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ...

ଜେଲ୍‌ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା

ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍‌ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ...

୫୦ ଫୁଟ ଉପରକୁ ଉଡ଼ିଲା ସେନା ଗାଡ଼ି: ଗଛଡାଳରେ ଲାଗିଛି ଗାଡ଼ି ଯନ୍ତ୍ରାଂଶ

ରାୟପୁର,୬।୧: ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଏକ ଗାଡ଼ିକୁ ଉଡ଼ା ଦେଇଛନ୍ତି। ବିସ୍ଫୋରଣରେ ୯ଜଣ...

ଭାରତରେ HMPV ମାମଲା ଚିହ୍ନଟ: ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ସରକାର

ନୂଆଦିଲ୍ଲୀ,୬।୧: ଚାଇନାରେ HMPV ମାମଲା ଭାରତରେ ୩ ଜଣଙ୍କ ଦେହରେ ଚିହ୍ନଟ ହୋଇଛି। HMPV ଭୂତାଣୁ କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ମାମଲା ସାମ୍ନାକୁ...

ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ

ରାୟପୁର,୬।୧: ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର ଜିଲାରେ ସୋମବାର ମାଓବାଦୀମାନେ ଏକ ବଡ଼ ଧରଣର ଆଇଇଡି ବିସ୍ଫୋରଣ ଘଟାଇଛନ୍ତି। ଯବାନମାନେ ଯାଉଥିବା ଏକ ଗାଡ଼ିକୁ ଆଇଇଡି...

କାନ୍ଦିପକାଇଲେ ମୁଖ୍ୟମନ୍ତ୍ରୀ: ଭୋଟ ପାଇଁ ମୋ ବାପାଙ୍କୁ…

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଭାବପ୍ରବଣ ହୋଇପଡିଛନ୍ତି। ରମେଶ ବିଧୁରୀଙ୍କ ବକ୍ତବ୍ୟର ଜବାବ ଦେଇ ସେ କହିଛନ୍ତି, ମୋ ବାପା ଜଣେ ଶିକ୍ଷକ। ସେ ଏତେ...

ବୟସ୍କ ବ୍ୟକ୍ତି ଓ ନୀରୋଗ ଶରୀର

ସ୍ବାସ୍ଥ୍ୟ ହିଁ ସମ୍ପଦ। ସୁସ୍ଥ ବ୍ୟକ୍ତିର ସ୍ବାସ୍ଥ୍ୟ ରକ୍ଷାକରିବା ଓ ରୋଗୀର ରୋଗକୁ ଦୂର କରିବା ପାଇଁ ଆବଶ୍ୟକ ଦ୍ରବ୍ୟ ପ୍ରକୃତି ମାଆ କୋଳରେ ମହଜୁଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri