Posted inଜାତୀୟ

୧୨ ମାଓବାଦୀ ସଫା: ପୋଲିସ ଟିମ୍‌ ପାଇଁ ପୁରସ୍କାର ଘୋଷଣା କଲେ ସରକାର

ପୁଣେ,୧୭।୭: ମହାରାଷ୍ଟ୍ରର ଗଡଚିରୋଲିରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି। ପ୍ରାୟ ୬ ଘଣ୍ଟା ଧରି ଚାଲିଥିବା ଏହି ଏନକାଉଣ୍ଟରରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଗଡଚିରୋଲି ଏସପି ନିଲୋତ୍ପଳ କହିଛନ୍ତି, ଅପରାହ୍ନରୁ ପ୍ରବଳ ଗୁଳି ବିନିମୟ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ୬ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଚାଲିଥିଲା। ବର୍ତ୍ତମାନ ସୁଦ୍ଧା ଏହି ଅଞ୍ଚଳରେ ଖୋଜାଖୋଜି ବେଳେ ୧୨ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାସହ ମୃତ ମାଓବାଦୀଙ୍କ ପରିଚୟ ଏବଂ ଏହି ଅଞ୍ଚଳର ସନ୍ଧାନ ଜାରି ରହିଛି।

ଏହି ସମୟରେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ କହିଛନ୍ତି, ରାଜ୍ୟ ସରକାରଙ୍କ ତରଫରୁ ମୁଁ ଗଡଚିରୋଲି ପୋଲିସ ଟିମ୍‌ ପାଇଁ ୫୧ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ...

ଭାରତୀୟ ଖେଳାଳିଙ୍କୁ ଅଣଦେଖା କରୁଛନ୍ତି ରିକି ପଣ୍ଟିଂ, ଦେଉନାହାନ୍ତି ସୁଯୋଗ…

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କିଙ୍ଗ୍ସକୁ ସବୁଠାରୁ ଦୁର୍ବଳ ଦଳ ମଧ୍ୟରେ ଗଣନା କରାଯାଉଥିଲା। କିନ୍ତୁ ମୁଖ୍ୟ ପ୍ରଶିକ୍ଷକ ରିକି ପଣ୍ଟିଂ ଏବଂ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ପଞ୍ଜାବ...

ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ...

ଟିମ୍‌ ଇଣ୍ଡିଆରୁ ବହିଷ୍କୃତ ହେବା ପରେ ନାୟରଙ୍କୁ ମିଳିଲା ଆଉ ଏକ ଚାକିରି, ହେଲେ ଏହି ଟିମ୍‌ର ମେଣ୍ଟର

ନୂଆଦିଲ୍ଲୀ,୨୭।୪: ଟିମ୍‌ ଇଣ୍ଡିଆର ପୂର୍ବତନ ସହାୟକ ପ୍ରଶିକ୍ଷକ ଅଭିଷେକ ନାୟାର ଏବେ ପ୍ରଶିକ୍ଷକ ଦଳର ଅଂଶ ନୁହଁନ୍ତି। ନିକଟରେ ବିସିସିଆଇ ତାଙ୍କୁ ଚାକିରିରୁ ବହିଷ୍କାର କରିଥିଲା।...

ବାହାଘର ଭୋଜି ଖାଇବାକୁ ଯାଇ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଗଲା

ନୟାଗଡ଼,୨୭ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଯାଇଛି। ମୃତକ ହେଲେ ନୂଆଗାଁ ଥାନା...

ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା...

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ...

ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ

ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image