ବରଗଡ଼ରେ ନୂଆ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ସର୍ବାଧିକ ପୌରାଞ୍ଚଳର

ବରଗଡ଼ ଅଫିସ,୩୦।୭: ବରଗଡ଼ ଜିଲାରେ ଗୁରୁବାର ପୁଣି ୧୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୧ ଜଣ ହୋଇଥିବା ବେଳେ ଅନ୍ୟ ଆକ୍ରାନ୍ତ ଜଣକ କଟାପାଲି ଗ୍ରାମର ଅଟନ୍ତି। ବରଗଡ଼ ପୌରପରିଷଦର ଆକ୍ରାନ୍ତଙ୍କ ମଧ୍ୟରେ ୱାର୍ଡ ନଂ- ୭ର ୯ ଜଣ ଏବଂ ୱାର୍ଡ ନଂ-୧୬ ଓ ୱାର୍ଡ ନଂ-୧୮ର ଜଣେ ଲେଖାଏ ଆକ୍ରାନ୍ତ ଅଟନ୍ତି। ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ ପୁରୁଷ ଏବଂ ୩ ଜଣ ମହିଳା ଅଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ସହ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୩୧ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୭୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ଜଳିଗଲା ଲୁଗା ଦୋକାନ, ମାଲିକ ମୃତ

ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି...

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ...

ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ...

କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ...

ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…

କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି...

କାଲିଠୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ, ହେଲେ ପ୍ରସ୍ଥାନ ପାଇଁ ନାହିଁ …

ପୁରୀ,୧୫।୧୧(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରତ ଧାରିମାନେ ଡ଼ଙ୍ଗା ଭସାଇବା ସହ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri