ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୧୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୫୨ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୪୩ ଟପିଛି। ଯାହା ମଧ୍ୟରୁ ୫୭୪ ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୧୧ଜଣଙ୍କ ମୃତ୍ୟୁ ଘଟିଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଅପରାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 17th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/AZ7pY4io8U— BMC (@bmcbbsr) July 17, 2020